ଓଡ଼ିଶାର ୨୧ ଲୋକସଭା ଆସନ ପାଇଁ ବିଜେପିର ସରିଲା ପ୍ରାର୍ଥୀ ତାଲିକା ଘୋଷଣା । ଜାଣନ୍ତୁ କାହାକୁ କେଉଁ ଆସନ ପାଇଁ ମିଳିଲା ଟିକେଟ୍

8,351

କନକ ବ୍ୟୁରୋ : ଓଡିଶାର ୨୧ ଲୋକସଭା ଆସନ ପାଇଁ ବିଜେପି ତରଫରୁ ପ୍ରାର୍ଥୀ ତାଲିକା ଘୋଷଣା ସିରିଲା । ଦେଖନ୍ତୁ ସମ୍ପୂର୍ଣ୍ଣ ତାଲିକା, କାହାକୁ କେଉଁ ଆସନରୁ ମିଳିଲା ଟିକେଟ୍

ବରଗଡ – ପ୍ରଦୀପ ପୁରୋହିତ
ସୁନ୍ଦରଗଡ- ଜୁଏଲ ଓରାମ
ସମ୍ବଲପୁର -ଧର୍ମେନ୍ଦ୍ର ପ୍ରଧାନ
କେଉଁଝର- ଅନନ୍ତ ନାୟକ
ମୟୁରଭଞ୍ଜ- ନବ ଚରଣ ମାଝୀ
ବାଲେଶ୍ୱର -ପ୍ରତାପ ଷଡଙ୍ଗୀ
ଭଦ୍ରକ- ଅଭିମନ୍ୟୁ ସେଠୀ
ଢେଙ୍କାନାଳ- ରୂଦ୍ରନାରାୟଣ ପାଣି
ବଲାଙ୍ଗୀର – ସଂଗୀତା ସିଂ ଦେଓ
କଳାହାଣ୍ଡି- ମାଳବିକା କିଶୋରୀ ଦେଓ
ନବରଙ୍ଗପୁର-ବଳଭଦ୍ର ମାଝୀ
କେନ୍ଦ୍ରାପଡ- ବୈଜୟନ୍ତ ପଣ୍ଡା
ଜଗତସିଂହପୁର- ବିଭୂପ୍ରସାଦ ତରାଇ
ପୁରୀ – ସମ୍ବିତ ପାତ୍ର
ଭୁବନେଶ୍ୱର- ଅପରାଜିତା ଷଡଙ୍ଗୀ
ଆସ୍କା- ଅନିତା ଶୁଭଦର୍ଶନୀ
ବ୍ରହ୍ମପୁର- ପ୍ରଦୀପ କୁମାର ପାଣିଗ୍ରାହୀ
କୋରାପୁଟ – କାଳୀରାମ ମାଝୀ
କଟକ – ଭର୍ତ୍ତୃହରି ମହତାବ
କନ୍ଧମାଳ- ସୁକାନ୍ତ ପାଣିଗ୍ରାହୀ
ଯାଜପୁର –ରବିନ୍ଦ୍ର ନାରାୟଣ ବେହେରା