କନକ ବ୍ୟୁରୋ : ୨୦୨୪ ନିର୍ବାଚନ ପାଇଁ ୧୧୨ ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କଲା ବିଜେପି । ବଳକା ୩୫ ଆସନରେ ବିଜେପି ପ୍ରାର୍ଥୀ ଘୋଷଣା କରିନାହିଁ । ବିଜେଡି ଛାଡି ବିଜେପିରେ ଯୋଗ ଦେଇଥିବା ଅନେକ ନେତାଙ୍କୁ ପ୍ରାର୍ଥୀ କରିଛି ବିଜେପି ।
୧୧୨ ଆସନରେ ପ୍ରାର୍ଥୀ ଘୋଷଣା କଲା ବିଜେପି । #KanakNews#Odisha#BJP#Candidatepic.twitter.com/tkXehRr2gt
— Kanak News (@kanak_news) April 2, 2024
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2024/04/18-1.jpg)