୧୧୨ ଆସନରେ ପ୍ରାର୍ଥୀ ଘୋଷଣା କଲା ବିଜେପି । ଜାଣନ୍ତୁ କିଏ କେଉଁଠୁ ହେଲେ ପ୍ରାର୍ଥୀ?

4,387

କନକ ବ୍ୟୁରୋ : ୨୦୨୪ ନିର୍ବାଚନ ପାଇଁ ୧୧୨ ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କଲା ବିଜେପି । ବଳକା ୩୫ ଆସନରେ ବିଜେପି ପ୍ରାର୍ଥୀ ଘୋଷଣା କରିନାହିଁ । ବିଜେଡି ଛାଡି ବିଜେପିରେ ଯୋଗ ଦେଇଥିବା ଅନେକ ନେତାଙ୍କୁ ପ୍ରାର୍ଥୀ କରିଛି ବିଜେପି ।