୬ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି । ଜାଣନ୍ତୁ କେଉଁ ଆସନରୁ ଲଢିବ କିଏ?

୬ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି । ଜାଣନ୍ତୁ କେଉଁ ଆସନରୁ ଲଢିବ କିଏ?

କନକ ବ୍ୟୁରୋ : ୬ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି । ଘଷିପୁରା, ଭୋଗରାଇ, ଭଣ୍ଡାରୀପୋଖରୀ, ବରୀ, ବାରବାଟୀ-କଟକ ଓ ବେଗୁନିଆ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେପି । ଘଷିପୁରାରୁ ଶମ୍ଭୁନାଥ ରାଉତ, ଭୋଗରାଇରୁ ଆଶିଷ ପାତ୍ର, ଭଣ୍ଡାରୀପୋଖରୀରୁ ସୁଧାଂଶୁ ନାୟକ, ବରୀରୁ ଉମେଶ ଚନ୍ଦ୍ର ଜେନା. ବାରବାଟୀ-କଟକରୁ ପୂର୍ଣ୍ଣଚନ୍ଦ୍ର ମହାପାତ୍ର ଓ ବେଗୁନିଆରୁ ପ୍ରକାଶ ଚନ୍ଦ ରଣବିଜୁଳିଙ୍କୁ ପ୍ରାର୍ଥୀ କରିଛି ବିଜେପି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe