କନକ ବ୍ୟୁରୋ: ଓଡିଶାର ଲୋକସଭା ନିର୍ବାଚନ ଫଳାଫଳକୁ ନେଇ ଏକଜିଟ ପୋଲରେ ଯାହା ଅନୁମାନ କରାଯାଉଥିଲା ତାହା ଧିରେ ଧିରେ ସତ ସାବ୍ୟସ୍ତ ହେଲା ଭଳି ଲାଗୁଛି । ପ୍ରାରମ୍ଭିକ ଟ୍ରେଣ୍ଡରେ ବିଜେପି ଓଡିଶାର ୨୧ ଲୋକସଭା ଆସନରୁ ୧୯ଟି ଆସନରେ ଆଗୁଆ ଚାଲିଥିବାବେଳେ, ଗୋଟିଏ ଆସନରେ ବିଜେଡି ଏବଂ ଅନ୍ୟ ଗୋଟିଏ ଆସନରେ କଂଗ୍ରେସ ପ୍ରାର୍ଥୀ ଆଗୁଆ ଅଛନ୍ତି । ବର୍ତ୍ତମାନ ସୁଦ୍ଧା କୋରାପୁଟରେ କଂଗ୍ରେସ ପ୍ରାର୍ଥୀ ସପ୍ତଗିରି ଉଲାକା ଆଗୁଆ ଥିବାବେଳେ, ଯାଜପୁରରେ କେବଳ ବିଜେଡି ପ୍ରାର୍ଥିନୀ ଶର୍ମିଷ୍ଠା ସେଠୀ ଆଗୁଆ ଅଛନ୍ତି । ଏହାବାଦ୍ ଅନ୍ୟ ସମସ୍ତ ଆସନରେ ବିଜେପି ପ୍ରାର୍ଥୀ ଆଗୁଆ ଅଛନ୍ତି ।/kanak/media/post_attachments/wp-content/uploads/2024/06/Capture-9-1024x446.jpg)
      
          ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
      
    
  
  
 
  /kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg) 
  /kanak/media/member_avatars/2025/05/31/2025-05-31t055911608z-1001121283.png ) 
                                
                             Follow Us
 Follow Us/kanak/media/post_attachments/wp-content/uploads/2024/06/55-1.jpg)