ଆସନ୍ତାକାଲି ବିଜେପି ବିଧାୟକ ଦଳ ବୈଠକ: ମୁଖ୍ୟମନ୍ତ୍ରୀ ନାଁ ଉପରେ ହୋଇପାରେ ସହମତି

Advertisment
ଆସନ୍ତାକାଲି ବିଜେପି ବିଧାୟକ ଦଳ ବୈଠକ: ମୁଖ୍ୟମନ୍ତ୍ରୀ ନାଁ ଉପରେ ହୋଇପାରେ ସହମତି

କନକ ବ୍ୟୁରୋ: ଆସନ୍ତାକାଲି ବିଜେପିର ବିଧାୟକ ଦଳ ବୈଠକ । ନିର୍ବାଚିତ ବିଧାୟକଙ୍କୁ ନେଇ ବୈଠକ ଅନୁଷ୍ଠିତ ହେବ । ବୈଠକରେ ମୁଖ୍ୟମନ୍ତ୍ରୀ ବାଛିବେ ନେତା । କେନ୍ଦ୍ରରୁ ଅନୁମୋଦିତ ହୋଇଥିବା ମୁଖ୍ୟମନ୍ତ୍ରୀ ନାଁ ଉପରେ ବିଧାୟକ ଦଳ ବୈଠକରେ ଚୂଡାନ୍ତ ସହମତି ଦେଇ ମୁଖ୍ୟମନ୍ତ୍ରୀ ବାଛିବେ । ଏନେଇ ସୂଚନା ଦେଇଛନ୍ତି କୁଚିଣ୍ଡା ବିଧାୟକ ରବି ନାୟକ । ରାଜ୍ୟରେ ବିଜେପି ସଂଖ୍ୟା ଗରିଷ୍ଠତା ହାତେଇଥିବାବେଳେ ମୁଖ୍ୟମନ୍ତ୍ରୀ କିଏ ହେବ, ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ । ଅନେକ ଚେହେରା ଉପରେ ନଜର ରହିଛି । ତେବେ ବିଧାୟକ ବୈଠକରେ ଏନେଇ ଘୋଷଣା ହୋଇପାରେ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe