କନକ ବ୍ୟୁରୋ: ରାଜ୍ୟ ସରକାରଙ୍କ ଦୁର୍ନୀତି ଓ ଭ୍ରଷ୍ଟାଚାରକୁ ବିରୋଧ କରି ଆନ୍ଦୋଳନକୁ ଓହ୍ଲାଇବ ବିଜେପି । ଆସନ୍ତା ୧୪ରୁ ୧୮ ଯାଏଁ ସମସ୍ତ ବ୍ଲକ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ କରିବାକୁ ସୂଚନା । ରାଜ୍ୟର ସମସ୍ତ ବ୍ଲକ କାର୍ଯ୍ୟାଳୟ ଆଗରେ ବିଜେପି ବିକ୍ଷୋଭ କରିବା ନେଇ ସୂଚନା ଦେଇଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ।
ରାଜ୍ୟ ସରକାରଙ୍କ ଦୁର୍ନୀତି ଓ ଭ୍ରଷ୍ଟାଚାରକୁ ବିରୋଧ କରି ଆନ୍ଦୋଳନକୁ ଓହ୍ଲାଇବ ବିଜେପି: ଆସନ୍ତା ୧୪ରୁ ୧୮ ଯାଏଁ ସମସ୍ତ ବ୍ଲକ କାର୍ଯ୍ୟାଳୟ ଆଗରେ କରିବ ବିକ୍ଷୋଭ
/kanak/media/post_attachments/wp-content/uploads/2023/10/6-43.jpg)