କନକ ବ୍ୟୁରୋ: ଆଜି ଓଡିଶା ଆସୁଛନ୍ତି ଡ୍ରିମ ଗର୍ଲ । ବିଜେପିର ମଥୁରା ସାଂସଦ ପ୍ରାର୍ଥୀ ତଥା ଅଭିନେତ୍ରୀ ହେମା ମାଳିନୀ ରାଜ୍ୟରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର ଅଭିଯାନରେ ସାମିଲ ହେବେ । ଭୁବନେଶ୍ୱର, କଟକ ଓ ପିପିଲି ଗସ୍ତ କରି ସାଧାରଣ ସଭାରେ ଯୋଗଦେବେ ହେମା ମାଳିନୀ । ଉତର ଭୁବନେଶ୍ୱର ଓ କଟକର କିଷାନନଗରରେ ଦୁଇଟି ଜନସଭାକୁ ସମ୍ବୋଧନ କରିବା ସହ ପିପିଲିରେ ହେମା ମାଳିନୀ ରୋଡ୍ ସୋ କରିବାର କାର୍ଯ୍ୟକ୍ରମ ରହିଛି ।
ଆଜି ଓଡିଶା ଆସୁଛନ୍ତି ବିଜେପିର ଷ୍ଟାର କ୍ୟାମ୍ପେନର ହେମାମାଳିନୀ । ଭୁବନେଶ୍ୱର, କଟକରେ କରିବେ ପ୍ରଚାର, ପିପିଲିରେ ରୋଡ୍ ଶୋ ।
/kanak/media/post_attachments/wp-content/uploads/2024/05/h.jpg)