ପୁରସ୍କାର ବିତରଣ ଉତ୍ସବରେ ଯୋଗ ଦେବାକୁ ଯାଉଥିବା ବେଳେ କେନ୍ଦ୍ରାପଡ଼ା ବିଧାୟକ କିଶୋର ତରାଇଙ୍କୁ କଳାପତକା ପ୍ରଦର୍ଶନ!

Advertisment
ପୁରସ୍କାର ବିତରଣ ଉତ୍ସବରେ ଯୋଗ ଦେବାକୁ ଯାଉଥିବା ବେଳେ କେନ୍ଦ୍ରାପଡ଼ା ବିଧାୟକ କିଶୋର ତରାଇଙ୍କୁ କଳାପତକା ପ୍ରଦର୍ଶନ!

କନକ ବ୍ୟୁରୋ : ବିଧାୟକ କିଶୋର ତରାଇଙ୍କୁ ବିରୋଧ । କେନ୍ଦ୍ରାପଡା କଲେଜର ପୁରସ୍କାର ବିତରଣ ଉତ୍ସବରେ ଯୋଗ ଦେବାକୁ ଯାଉଥିବା ବେଳେ ବିଧାୟକ କିଶୋର ତରାଇଙ୍କୁ କଳାପତକା ପ୍ରଦର୍ଶନ କରାଯାଇଛି । ଛାତ୍ର ବିଜେଡି ଓ ଛାତ୍ର କଂଗ୍ରେସ ମଧ୍ୟରେ ଧସ୍ତାଧସ୍ତି ହୋଇଛି । ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଛି । ପରିସ୍ଥିତି ନିୟନ୍ତ୍ରଣ ପାଇଁ ପୁଲିସ ମୁତୟନ କରାଯାଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe