କନକ ବ୍ୟୁରୋ: ଚିଲିକା ମଝିରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା । ମୋଟର ଖରାପ ହେବା ଯୋଗୁଁ ଡଙ୍ଗାଟି ଅଟକି ରହିଥିବା ସୂଚନା ମିଳିଛି । ଡଙ୍ଗାରେ ୨୫ଜଣ ଯାତ୍ରୀ ଥିବା ବେଳେ ୧୦ଟି ବାଇକ ରହିଛି । ସାଢ଼େ ୧୦ଟା ବେଳେ ସାତପଡ଼ାରୁ ଯାତ୍ରୀଙ୍କୁ ନେଇ ଚିଲିକା ଦେଇ ଜହ୍ନିକୁଦା ଘାଟକୁ ଯାଉଥିବା ଯାତ୍ରୀବାହୀ ଡଙ୍ଗା । ମଏଁସା ଗାଁ ନିକଟ ଚିଲିକା ମଝିରେ ଅଟକି ରହିଛି ଡଙ୍ଗା । ଉଦ୍ଧାର କରିବାକୁ ଯାତ୍ରୀ ନିବେଦନ କରିଛନ୍ତି ।
ଚିଲିକା ମଝିରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା । ମଟର ଖରାପ ହୋଇଯିବାରୁ ଅଟକିଗଲା ଡଙ୍ଗା ।
/kanak/media/post_attachments/wp-content/uploads/2024/01/17-3.jpg)