ବଲାଙ୍ଗୀର : ପାରିବାରିକ କଳହକୁ ନେଇ ସ୍ୱାମୀ ସ୍ତ୍ରୀକୁ ହତ୍ୟା କରିଥିବା ଅଭିଯୋଗ

ବଲାଙ୍ଗୀର : ପାରିବାରିକ କଳହକୁ ନେଇ ସ୍ୱାମୀ ସ୍ତ୍ରୀକୁ ହତ୍ୟା କରିଥିବା ଅଭିଯୋଗ

କନକ ବ୍ୟୁରୋ : ବଲାଙ୍ଗୀରରେ ଅଭାବନୀୟ ଘଟଣା । ପାରିବାରିକ କଳହକୁ ନେଇ ସ୍ତ୍ରୀକୁ ସ୍ୱାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଘଟଣା ଘଟିଛି ବଲାଙ୍ଗୀର ସଦର ଥାନା ବାରପୁରୁଗିଆଠାରେ । ପାରିବାରିକ ସମସ୍ୟାକୁ ନେଇ ବିବାଦ ପରେ ସ୍ତ୍ରୀକୁ ସ୍ୱାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି । ପୁଲିସ ଅଭିଯୁକ୍ତ ସ୍ୱାମୀକୁ ଅଟକ ରଖିଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe