ଏୟାର ଇଣ୍ଡିଆ ବିମାନରେ ବୋମା ଆତଙ୍କ ; କେରଳ ଥିରୁଭନନ୍ତପୁରମ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ

ଏୟାର ଇଣ୍ଡିଆ ବିମାନରେ ବୋମା ଆତଙ୍କ ; କେରଳ ଥିରୁଭନନ୍ତପୁରମ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ

କନକ ବ୍ୟୁରୋ: ମୁମ୍ବାଇରୁ ଉଡ଼ାଣ ଭରିଥିବା ଏୟାର ଇଣ୍ଡିଆ ବିମାନରେ ବୋମା ଆତଙ୍କ। କେରଳ ଥିରୁଭନନ୍ତପୁରମ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କରାଯାଇଛି। ଏୟାର ଇଣ୍ଡିଆର ବିମାନ ୬୫୭ ମୁମ୍ବାଇରୁ ଉଡ଼ାଣ ଭରିଥିଲା। ପରେ ବିମାନରେ ବୋମା ଥିବା ନେଇ ସୂଚନା ମିଳିବା ପରେ ଏହାକୁ କେରଳର ଥିରୁଭନନ୍ତପୁରମରେ ଜରୁରୀ ଅବତରଣ କରାଯାଇଛି। ୧୩୫ଯାତ୍ରୀଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଥିବା ବେଳେ ଯାଞ୍ଚ ପାଇଁ ପହଞ୍ଚିଛି ଟିମ୍। ସକାଳ ୮ଟା ବେଳେ ବିମାନର ଅବତରଣ ପରେ ଏହାକୁ ଆଇସୋଲେସନରେ ରଖାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe