ସାମାନ୍ୟ ବଚସାରୁ ବୋମାମାଡ । ଜଟଣୀ ତରାବୋଇ ଗାଁରେ ଗୋଷ୍ଠୀ ସଂଘର୍ଷ, ବ୍ୟାପକ ଭଙ୍ଗାରୁଜା । ଗାଁରେ ପୋଲିସ ଛାଉଣି ।

Advertisment
ସାମାନ୍ୟ ବଚସାରୁ ବୋମାମାଡ । ଜଟଣୀ ତରାବୋଇ ଗାଁରେ ଗୋଷ୍ଠୀ ସଂଘର୍ଷ, ବ୍ୟାପକ ଭଙ୍ଗାରୁଜା । ଗାଁରେ ପୋଲିସ ଛାଉଣି ।

କନକ ବ୍ୟୁରୋ: ଖୋର୍ଦ୍ଧା ଜଟଣୀ ଥାନା ତରାବୋଇ ଗାଁରେ ଗୋଷ୍ଠୀ ସଂଘର୍ଷ । ବୋମାମାଡ ଓ ଗାଡି ଭଂଗାରୁଜା । ସାମାନ୍ୟ କଥାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି । ଗଣ୍ଡଗୋଳରୁ ଉଭୟ ଗୋଷ୍ଠୀର ଲୋକ ଆହତ ହୋଇଛନ୍ତି । ଆହତମାନଙ୍କୁ ଜଟଣୀ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତି କରାଯାଇଛି । ପୂର୍ବ ଘଟଣାକୁ କେନ୍ଦ୍ର କରି ଏହି ଗଣ୍ଡଗୋଳ ହୋଇଥିବା କୁହାଯାଉଛି । ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି ଏବଂ ଉତ୍ତେଜନାକୁ ଦୃଷ୍ଟିରେ ରଖି ପୋଲିସ ମୁତୟନ ହୋଇଛନ୍ତି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe