ଚନ୍ଦ୍ରଗ୍ରହଣରେ ସାମୂହିକ ଭୋଜନ କାର୍ଯ୍ୟକ୍ରମକୁ ବିରୋଧ : ରାଜ୍ୟର ବିଭିନ୍ନ ସ୍ଥାନରେ ହେତୁବାଦୀ-ପରମ୍ପରାବାଦୀ ମୁହାଁମୁହିଁ

279

କନକ ବ୍ୟୁରୋ : ଚନ୍ଦ୍ରଗ୍ରହଣରେ ସାମୂହିକ ଭୋଜନ କାର୍ଯ୍ୟକ୍ରମକୁ ବିରୋଧ । ରାଜ୍ୟର ବିଭିନ୍ନ ସ୍ଥାନରେ ହେତୁବାଦୀ-ପରମ୍ପରାବାଦୀ ମୁହାଁମୁହିଁ । ଲୋହିଆ ଏକାଡେମୀରେ ଠେଲାପେଲା ପରିସ୍ଥିତି ଉପୁଜିଛି ।

ସେହିପରି ବ୍ରହ୍ମପୁରରେ ହେତୁବାଦୀଙ୍କୁ ବଜରଙ୍ଗ ଦଳ ବିରୋଧ କରୁଥିବା ଦେଖିବାକୁ ମିଳିଛି । ଶୋଭାଯାତ୍ରା କରି ବଜରଙ୍ଗ ଏକାଠି ହୋଇଛନ୍ତି । ହେତୁବାଦୀଙ୍କ ବ୍ୟାନର ଚିରି ଗୋବର ମାଡ କରିଥିବା ଦେଖିବାକୁ ମିଳିଛି । ପରିସ୍ଥିତି ନିୟନ୍ତ୍ରଣ ପାଇଁ ପୋଲିସ ପକ୍ଷରୁ ଲାଠିଚାର୍ଜ ମଧ୍ୟ କରାଯାଇଛି ।