ଗଞ୍ଜାମ ଧରାକୋଟ ଢଉଗାଁ ନିକଟରେ ଦୁଇ ବସ୍ ମୁହାଁମୁହିଁ ଧକ୍କା । ଜଣେ ମୃତ, ୧୦ରୁ ଉର୍ଦ୍ଧ୍ୱ ଯାତ୍ରୀ ଆହତ । ଗୁରୁତରଙ୍କୁ ବ୍ରହ୍ମପୁର ମେଡିକାଲ ସ୍ଥାନାନ୍ତର ।

15