ଜୀବନ ସଂଘର୍ଷରେ ହାରିଗଲେ ଉନ୍ନାଓ ଦୁଷ୍କର୍ମ ପୀଡିତା । ଦିଲ୍ଲୀ ସଫଦରଜଙ୍ଗ ହସ୍ପିଟାଲରେ ମୃତ ଘୋଷଣା କଲେ ଡାକ୍ତର । ମୃତ୍ୟୁ ପୂର୍ବରୁ ଭାଇକୁ କହିଥିଲେ, ମୁଁ ବଂଚିବାକୁ ଚାହେଁ, ଦୋଷୀଙ୍କୁ କଠୋର ଦଣ୍ଡ ମିଳୁ । ଦୁଷ୍କର୍ମ ପୀଡ଼ିତାଙ୍କୁ ପେଟ୍ରୋଲ ଢାଳି ଜିଅନ୍ତା ଜାଳିବାକୁ ଉଦ୍ୟମ କରିଥିଲେ ଦୁର୍ବୃତ ।

4

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ସମ୍ବାଦ ଓ କନକ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ‘ସମ୍ବାଦ’ ଗ୍ରୁପର ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

Comments are closed.