ବୌଦ୍ଧରେ ଆରମ୍ଭ ହୋଇଛି ଶ୍ରୀଜଗନ୍ନାଥ ଲୀଳା ମହୋତ୍ସବ । ୩୨ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ ।ଦୁର୍ଲଭ ବେଶ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଗହଳି ।

14