ରାଜ୍ୟରେ ପ୍ରଭାରୀ, ଦିଲ୍ଲୀରେ ଅସନ୍ତୁଷ୍ଟ ନେତା । ଏପଟେ ପୁରୁଣା ନେତାଙ୍କୁ ଫେରାଇ ଆଣିବା ପାଇଁ ପ୍ରୟାସ ଚଳାଇଛନ୍ତି ଚେଲ୍ଲା କୁମାର । ସେପଟେ ଦଳର ପ୍ରଦର୍ଶନକୁ ନେଇ ଦିଲ୍ଲୀରେ ଫେରାଦ ହେଉଛନ୍ତି ରାଜ୍ୟ କଂଗ୍ରେସର କିଛି ନେତା ।

4