ସମ୍ବଲପୁରରେ ମା’ ସମଲେଶ୍ୱରୀଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆଜି ନୂଆ ଭାରତ ପାଇଁ ନୂଆ ରାଷ୍ଟ୍ରୀୟ ଅଭିଯାନରେ ଯୋଗ ଦେବେ ।

8