ହାଇକୋର୍ଟରେ ରତ୍ନଭଣ୍ଡାର ମାମଲାର ଶୁଣାଣି ଶେଷ : ସମସ୍ତ ପକ୍ଷଙ୍କୁ ଶୁଣିବା ପରେ ରାୟ ସଂରକ୍ଷିତ ରଖିଲେ କୋର୍ଟ; ମୁଖ୍ୟ ବିଚାରପତି ଓ ଜଷ୍ଟିସ ସାବିତ୍ରୀ ରଥଙ୍କ ଖଣ୍ଡପୀଠରେ ଚାଲିଥିଲା ଶୁଣାଣି

9