ଆଜି ଓଡିଶା ସମେତ ସାରା ଦେଶରେ ହେବ କରୋନା ଟିକାର ଡ୍ରାଏ ରନ୍ : ରାଜ୍ୟର ୩୧ଟି ସ୍ଥାନରେ ଟିକାକରଣର ପ୍ରାକ୍ ଅଭ୍ୟାସ;ସବୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ସରିଛି ପ୍ରସ୍ତୁତି,କେମିତି ଦିଆଯିବ କରୋନା ଟିକା, ପୂରା ପ୍ରକ୍ରିୟା ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରସ୍ତୁତ ହେଲା ନକ୍ସା

10