ଗୁଜରାଟରେ ନେତା ବାଛିବାକୁ ଆଜି ବସୁଛି ବିଜେପି ବିଧାୟକ ଦଳ ବୈଠକ । ଘୋଷଣା ହୋଇପାରେ ନୂଆ ମୁଖ୍ୟମନ୍ତ୍ରୀଙ୍କ ନାମ, ଗତକାଲି ଗୁଜରାଟ ମୁଖ୍ୟମନ୍ତ୍ରୀ ପଦରୁ ଅଚାନକ ଇସ୍ତଫା ଦେଇଥିଲେ ବିଜୟ ରୂପାଣି

20