ପିପିଲି ଉପନିର୍ବାଚନ ପାଇଁ ଭର୍ଚୁଆଲରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ : ଜିଲ୍ଲା ପରିଷଦ ଜୋନ ଅନୁଯାୟୀ ହେବ ଏଲଇଡି ବ୍ୟବସ୍ଥା, ୧୩ରେ ପ୍ରଚାର ମୈଦାନକୁ ଓହ୍ଲାଇବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ; ସେପଟେ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜ ଅସୁସ୍ଥ

7