ପିପିଲି ପାଇଁ ବିଜେଡିର ପ୍ରାର୍ଥୀ ଖୋଜା : ପର୍ଯ୍ୟବେକ୍ଷକ ପ୍ରତାପ ଦେବଙ୍କ ଘରେ ମାନସ ମନ୍ଥନ; ମହାରଥୀଙ୍କ ପରିବାରରୁ ପ୍ରତିନିଧିତ୍ୱ ପାଇଁ ଦାବି କଲେ ସ୍ଥାନୀୟ ନେତା, ମହିଳା ସଶକ୍ତିକରଣକୁ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଉଥିବାରୁ ପ୍ରତିଭା ମହାରଥୀଙ୍କ ନାଁରେ ମୋହର ମାରିବାକୁ ଦାବି

10