ପ୍ରତି ବିଷୟରେ ୮୦ ମାର୍କର ହେବ ମାଟ୍ରିକ ପରୀକ୍ଷା । ୫୦ ମାର୍କର ଓଏମଆର ଅବଜେକ୍ଟିଭ ଏବଂ ୩୦ ମାର୍କର ସବଜେକ୍ଟିଭ ପ୍ରଶ୍ନ ରହିବ । ଫଳାଫଳ ପ୍ରକାଶ ବେଳେ ୧୦୦ ମାର୍କର ହେବ ମୂଲ୍ୟାୟନ । ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ସୂଚନା ।

9