ମମତାଙ୍କ ଉପରେ ଆକ୍ରମଣ ଅଭିଯୋଗର ତଦନ୍ତ ଆରମ୍ଭ : ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ରିପୋର୍ଟ ତଲବ କଲେ ନିର୍ବାଚନ କମିସନ, ଆସନ୍ତାକାଲି ସନ୍ଧ୍ୟା ୫ଟା ସୁଦ୍ଧା ରିପୋର୍ଟ ଦେବାକୁ ନିର୍ଦ୍ଦେଶ ; ଏପଟେ ମମତାଙ୍କ ଆଶୁଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

7