ମହାରାଷ୍ଟ୍ରରେ ଲଗାଣ ବର୍ଷା ଯୋଗୁଁ ବନ୍ୟା ବିପତିି : ଜୀବନ ବିକଳରେ ଇଲେକ୍ଟ୍ରି ତାରରେ ଝୁଲି ରହିଲେ ବିଦ୍ୟୁତ ବିଭାଗର କର୍ମଚାରୀ; ଖୁଂଟିରେ ଚଢ଼ି କାମ କରୁଥିବା ବେଳେ ମାଡି ଆସିଲା ବନ୍ୟା ପାଣି, ଦୀର୍ଘ ସମୟ ପରେ ଉଦ୍ଧାର କଲା ଉଦ୍ଧାରକାରୀ ଦଳ

8