ମହାରାଷ୍ଟ୍ର, ଗୁଜୁରାଟ ଓ କର୍ଣ୍ଣାଟକ ପରେ ଦିଲ୍ଲୀରେ ଚିହ୍ନଟ ହେଲେ ଓମିକ୍ରନ ଆକ୍ରାନ୍ତ : ତାଂଜାନିଆରୁ ଫେରିଥିବା କରୋନା ରୋଗୀ ହସ୍ପିଟାଲରେ ଭର୍ତି, ସୂଚନା ଦେଲେ ଦିଲ୍ଲୀ ସ୍ୱାସ୍ଥ୍ୟ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ୍; ଦେଶରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୫କୁ ବୃଦ୍ଧି

13