ଲଘୁଚାପ ବର୍ଷା ଆଜି ବି ଭିଜାଇବ : ଆଂଚଳିକ ପାଣିପାଗ କେନ୍ଦ୍ରର ସୂଚନା ପଶ୍ଚିମ ଓ ଦକ୍ଷିଣ ଓଡିଶାର କେତେକ ଜିଲ୍ଲାରେ ପ୍ରବଳ ବର୍ଷିବ , ଆସନ୍ତାକାଲି ସୁନ୍ଦରଗଡ, ମୟୂରଭଂଜ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା

12