ସହରାଂଚଳ ଉଠାଦୋକାନୀଙ୍କ ପାଇଁ ପ୍ୟାକେଜ : ୨୬ କୋଟି ୨୯ ଲକ୍ଷ ଟଙ୍କାର କୋଭିଡ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ; ଉପକୃତ ହେବେ ୮୭ ହଜାର ୬୫୭ଜଣ ଉଠାଦୋକାନୀ

8