ହାଇକୋର୍ଟ ଆଇନଜୀବୀଙ୍କ ଆନ୍ଦୋଳନ ପ୍ରସଙ୍ଗରେ ଆଜି ଶୁଣାଣି କରିବେ ସୁପ୍ରିମକୋର୍ଟ । ହାଇକୋର୍ଟଙ୍କ ରିପୋର୍ଟ ଉପରେ ହେବ ବିଚାର । ପୂର୍ବରୁ ଅସନ୍ତୋଷ ପ୍ରକାଶ କରିଥିଲେ ସର୍ବୋଚ୍ଚ ନ୍ୟାୟାଳୟ ।

16