ପ୍ରବଳ ବର୍ଷା ପାଇଁ ଆଜି ୧୨ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା । ଛୁଟି ଘୋଷଣା ନେଇ ସୂଚନା ଦେଲେ ଗଣଶିକ୍ଷା ମନ୍ତ୍ରୀ । ପୁରୀ, କଟକ, ଖୋର୍ଦ୍ଧା, ଜଗତସିଂହପୁର, ଢେଙ୍କାନାଳ, କେନ୍ଦ୍ରାପଡା, ନୟାଗଡ, ସମ୍ବଲପୁର, ଦେବଗଡ, ଅନୁଗୁଳ, ସୋନପୁର ଓ ବରଗଡ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe