ବିଧାନସଭାରେ ଓଡିଶା ମ୍ୟୁନିସିପାଲ ଆଇନ ସଂଶୋଧନ ବିଲ ଆଗତ । ସଂଶୋଧନ ବିଲରେ ୫୦ ପ୍ରତିଶତ ଭିତରେ ସଂରକ୍ଷଣ ବ୍ୟବସ୍ଥା । ଅନୁସୂଚିତ ଜାତି, ଜନଜାତି ଓ ପଛୁଆ ବର୍ଗଙ୍କ ପାଇଁ ସଂରକ୍ଷଣ । ସଂରକ୍ଷଣ ବ୍ୟବସ୍ଥା ୫୦ ପ୍ରତିଶତ ଅତିକ୍ରମ କରିବ ନାହିଁ । ପଛୁଆବର୍ଗଙ୍କ ପାଇଁ ୨୭ ପ୍ରତିଶତ ଭିତରେ ସଂରକ୍ଷଣ ବ୍ୟବସ୍ଥା ରହିବ । ବିଲ ପାରିତ ହେଲେ ପୌରନିର୍ବାଚନ ପାଇଁ ଫିଟିବ ବାଟ
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)