ମାସ୍କ ବିନା, ସ୍କୁଲ ପ୍ରବେଶ ମନା । ସ୍କୁଲ ପାଇଁ ପୁଣି ଜାରି ହେଲା ଗାଇଡଲାଇନ । ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ପରେ ଗଣଶିକ୍ଷା ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି । ମାସ୍କ ବିନା ସ୍କୁଲରେ ପ୍ରବେଶ କରିପାରିବେନି ପିଲା ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe