ଯଶସ୍ୱୀ ଜନନାୟକଙ୍କୁ ମନେ ପକାଉଛି ଓଡିଶା । ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଆଜି ୯୪ତମ ଜୟନ୍ତୀ । ସ୍ମୃତିରେ ବିଭିନ୍ନ ସ୍ଥାନରେ ବହୁ କାର୍ଯ୍ୟକ୍ରମର ଆୟୋଜନ । ସାହିତ୍ୟ, ସାମ୍ବାଦିକତା ଓ ରାଜନୀତିରେ ଛାଡିଯାଇଛନ୍ତି ଅଭୂଲା ଛାପ ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe