ରାହୁଲ ଦ୍ରାବିଡ ହୋଇପାରନ୍ତି ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ୍ । ଏନେଇ ସେ ସହମତି ପ୍ରକାଶ କରିଥିବା ଜାତୀୟ ଗଣମାଧ୍ୟରେ ଖବର ପ୍ରକାଶ ପାଇଛି । ଗତକାଲି ଆଇପିଏଲ ଫାଇନାଲ ବେଳେ ୟୁଏଇରେ ତାଙ୍କ ସହ ଆଲୋଚନା କରିଥିଲେ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ଓ ସଂପାଦକ ଜୟ ଶାହା ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe