ଶାଳିଆ ନଦୀରେ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର । ୪୮ଘଣ୍ଟା ପରେ ଚରଣ ବେହେରାଙ୍କ ମୃତଦେହ ଉଦ୍ଧାର । ବାଣପୁର ବେଙ୍ଗରାଜ ପଲ୍ଲୀ ଗାଁ ନିକଟ ଶାଳିଆ ନଦୀରୁ ଉଦ୍ଧାର । ମାଣିକପୁର ନିକଟ ନଦୀରେ ଭାସିଯାଇଥିଲେ ବୃଦ୍ଧ । ନଦୀରେ ପାଖାପାଖି ୫କିମି ଦୂରରୁ ମୃତଦେହ ଉଦ୍ଧାର

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe