କନକ ବ୍ୟୁରୋ: ବ୍ରିଟେନ ଫେରନ୍ତାଙ୍କୁ ନେଇ ବର୍ତ୍ତମାନ ସମୟର ସବୁଠାରୁ ବଡ ଖବର । ବ୍ରିଟେନ ଫେରନ୍ତାଙ୍କ ତଥ୍ୟ ଦେଲେ ସରକାର । ଓଡିଶାକୁ ୪୩ ଜଣ ବ୍ରିଟେନରୁ ଫେରିଛନ୍ତି । ଗତ ୧୪ ଦିନ ଭିତରେ ଓଡିଶାକୁ ଆସିଛନ୍ତି ୪୩ ଜଣ ।
ୟୁକେ ଫେରନ୍ତାଙ୍କ ଉପରେ ନଜର ରଖିବା ପାଇଁ ସ୍ୱାସ୍ଥ୍ୟ ବିଭାଗର ଚିଠି । ଜିଲ୍ଲାପାଳ, ମ୍ୟୁନିସିପାଲ କମିଶନର, ସିଡିଏଙ୍କୁ ଚିଠି । ଆରଟିପିସିଆର ଟେଷ୍ଟ, କଣ୍ଟାକ୍ଟ ଟ୍ରେସିଂ ଉପରେ ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶ । ନୂଆ ଷ୍ଟ୍ରେନ ୫୦ ପ୍ରତିଶତ ଅଧିକ ବେଗରେ ବ୍ୟାପିବାର ଆଶଙ୍କା ରହିିଛି । ତେଣୁ ବ୍ରିଟେନରେ କରୋନାର ନୂଆ ଷ୍ଟ୍ରେନ ବାହାରିବା ପରେ ସତର୍କତା ଜାରି କରାଯାଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2020/12/14-26.jpg)