କନକ ବ୍ୟୁରୋ : ଟ୍ରକକୁ ପଛ ପଟୁ ପିଟିଲା ବସ । ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ । ମିଳିଥିବା ସୂଚନା ଅନୁସାରେ, ଆଜି ଭୋର ସମୟରେ ୧୬ ନଂ ଜାତୀୟ ରାଜପଥରେ ଏକ ଯାତ୍ରୀବାହୀ ବସ ରାସ୍ତା ପାଖରେ ଛିଡା ହୋଇଥିବା ଏକ ଟ୍ରକକୁ ଧକ୍କା ଦେଇଥିଲେ । ଘଟଣାସ୍ଥଳରେ ହିଁ ଜଣଙ୍କର ମୃତ୍ୟୁ ହୋଇଥିବା ନେଇ ଜଣାଯାଇଛି । ମୃତ ବ୍ୟକ୍ତି ଜଣଙ୍କ ହେଲେ ରାଇରଙ୍ଗପୁର ଅଞ୍ଚଳର । ତେବେ ସେ ବସରେ ହେଲପର ଭାବେ କାମ କରୁଥିଲେ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2019/04/vlcsnap-error002.jpg)