କନକ ବ୍ୟୁରୋ : ଆସନ୍ତାକାଲି ସରିବ ବାଲେଶ୍ୱର ଓ ତିର୍ତ୍ତୋଲ ଉପ-ନିର୍ବାଚନ ପାଇଁ ପ୍ରଚାର । ସେଥିପାଇଁ ଶେଷ ମୁହୁର୍ତ୍ତରେ ଭୋଟରଙ୍କୁ ଆକର୍ଷିତ କରିବା ପାଇଁ ୩ ପ୍ରମୁଖ ଦଳର ଉଦ୍ୟମ ଜାରି ରଖିଛନ୍ତି । ନିଜ ନିଜ ପ୍ରାର୍ଥୀଙ୍କ ସମର୍ଥନରେ ଭୋଟ୍ ମାଗୁଛନ୍ତି ପ୍ରାର୍ଥୀ ଓ ଦଳୀୟ ନେତା । ବାଲେଶ୍ୱରରେ ବିଜେଡି ପକ୍ଷରୁ ଦଳିୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରୁଛନ୍ତି ନେତା ଓ ଅଭିନେତା ।
ଶହଶହ ବିଜେଡି କର୍ମୀଙ୍କ ସହ ରାଲି କରିଛନ୍ତି ବିଜେଡି ତୁଙ୍ଗ ନେତା । ସେହିପରି କଂଗ୍ରେସ ପ୍ରାର୍ଥୀ ମଧ୍ୟ ପ୍ରଚାର ଅଭିଯାନକୁ ଜୋରଦାର କରିଛନ୍ତି । ସେପଟେ ଭୋଟ ହାତେଇବା ପାଇଁ ବିଜେପି ମଧ୍ୟ ରାଲି ଓ ଜନସଭାର ଆୟୋଜନ କରୁଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2020/10/1-43.jpg)