ଓଡ଼ିଶାର ୨୧ଟି ଲୋକସଭା ଆସନରୁ ୧୮ଟି ଆସନ ପାଇଁ ବିଜେପି ଜାରିକଲା ପ୍ରାର୍ଥୀ ତାଲିକା । ଜାଣନ୍ତୁ କେଉଁ ଆସନ ପାଇଁ କାହାକୁ ମିଳିଲା ଲୋକସଭା ଟିକେଟ

5,074

କନକ ବ୍ୟୁରୋ : ଓଡିଶାର ୨୧ଟି ଆସନ ମଧ୍ୟରୁ ୧୮ଟି ଆସନ ପାଇଁ ବିଜେପି ଜାରି କଲା ପ୍ରାର୍ଥୀ ତାଲିକା ।
ବରଗଡ – ପ୍ରଦୀପ ପୁରୋହିତ
ସୁନ୍ଦରଗଡ- ଜୁଏଲ ଓରାମ
ସମ୍ବଲପୁର -ଧର୍ମେନ୍ଦ୍ର ପ୍ରଧାନ
କେଉଁଝର- ଅନନ୍ତ ନାୟକ
ମୟୁରଭଞ୍ଜ- ନବ ଚରଣ ମାଝୀ
ବାଲେଶ୍ୱର -ପ୍ରତାପ ଷଡଙ୍ଗୀ
ଭଦ୍ରକ- ଅଭିମନ୍ୟୁ ସେଠୀ
ଢେଙ୍କାନାଳ- ରୂଦ୍ରନାରାୟଣ ପାଣି
ବଲାଙ୍ଗୀର – ସଂଗୀତା ସିଂ ଦେଓ
କଳାହାଣ୍ଡି- ମାଳବିକା କିଶୋରୀ ଦେଓ
ନବରଙ୍ଗପୁର-ବଳଭଦ୍ର ମାଝୀ
କେନ୍ଦ୍ରାପଡ- ବୈଜୟନ୍ତ ପଣ୍ଡା
ଜଗତସିଂହପୁର- ବିଭୂପ୍ରସାଦ ତରାଇ
ପୁରୀ – ସମ୍ବିତ ପାତ୍ର
ଭୁବନେଶ୍ୱର- ଅପରାଜିତା ଷଡଙ୍ଗୀ
ଆସ୍କା- ଅନିତା ଶୁଭଦର୍ଶନୀ
ବ୍ରହ୍ମପୁର- ପ୍ରଦୀପ କୁମାର ପାଣିଗ୍ରାହୀ
କୋରାପୁଟ – କାଲେରାମ ମାଝୀ