କନକ ବ୍ୟୁରୋ: ନିର୍ବାଚନରେ ବିଜୟୀ ହେବା ପରେ ଏବେ ଅଡୁଆରେ ରାଉରକେଲା ବିଧାୟକ ସାରଦା ନାୟକ  । ତାଙ୍କ ବିରୋଧରେ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ନେଇ ଆସିଛି ସାଂଘାତିକ ଅଭିଯୋଗ  । ନିର୍ବାଚନ ପୂର୍ବରୁ ସାରଦା ମିଥ୍ୟା ସତ୍ୟପାଠ ଦାଖଲ କରିଥିବା ନେଇ ହାଇକୋର୍ଟରେ ମାମଲା ରୁଜୁ କରିଛନ୍ତି ପ୍ରତିପକ୍ଷ କଂଗ୍ରେସ ପ୍ରାର୍ଥୀ  ।

Advertisment