Browsing Category

ନ୍ୟୁଜ୍

କଥା ରଖିଲେ ରେବନ୍ତ ରେଡ୍ଡି । ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନ ଆଗରେ ଥିବା ଲୁହା ବ୍ୟାରିକେଡକୁ ଭାଙ୍ଗିଲେ ଦଳୀୟ…

କନକ ବ୍ୟୁରୋ: କଥା ଯେମିତି କାମ ସେମିତି । ନିର୍ବାଚନ ସମୟରେ ଯେଉଁ କଥା କହୁଥିଲେ, ଅବିକଳ ସେଇଆ କରିଛନ୍ତି ତେଲେଙ୍ଗାନାର ନୂଆ ମୁଖ୍ୟମନ୍ତ୍ରୀ ରେଭନ୍ତ ରେଡ୍ଡି । ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନ ଆଗରେ ଥିବା ଲୁହା ବ୍ୟାରିକେଡ୍କୁ ଭାଙ୍ଗି ଦେଇଛନ୍ତି କଂଗ୍ରେସ କର୍ମୀ । ଏହି ଲୁହା…
Read More...

୫ ଦିନ ପରେ ବି ବିଜେପିର ସିଏମ୍ ସସପେନ୍ସ । ୩ ରାଜ୍ୟ ପାଇଁ ନିଯୁକ୍ତ ହେବେ ପର୍ଯ୍ୟବେକ୍ଷକ, ନବନିର୍ବାଚିତ ବିଧାୟକଙ୍କ…

କନକ ବ୍ୟୁରୋ: ୫ ରାଜ୍ୟର ବିଧାନସଭା ନିର୍ବାଚନ ସରିଲା । ଫଳାଫଳ ବି ଆସିଲା । ହିନ୍ଦୀ ହାର୍ଟଲ୍ୟାଣ୍ଡ କୁହାଯାଉଥିବା ମଧ୍ୟପ୍ରଦେଶ, ରାଜସ୍ଥାନ, ଛତିଶଗଡ଼ରେ ବାଜିମାତ୍ କଲା ବିଜେପି । କିନ୍ତୁ ଏପର୍ଯ୍ୟନ୍ତ ଦଳ ତିନି ରାଜ୍ୟ ପାଇଁ ମୁଖ୍ୟମନ୍ତ୍ରୀ ଘୋଷଣା କରିପାରିନାହିଁ । ଗୁରୁବାର ବିଜେପିର…
Read More...

କେନ୍ଦ୍ରମନ୍ତ୍ରୀ ଅର୍ଜୁନ ମୁଣ୍ଡାଙ୍କୁ ଅତିରିକ୍ତ ଦାୟିତ୍ୱ । ଆଦିବାସୀ ବ୍ୟାପାର ସହ ମିଳିଲା କୃଷି ଓ କଲ୍ୟାଣ…

କନକ ବ୍ୟୁରୋ: କେନ୍ଦ୍ରମନ୍ତ୍ରୀ ଅର୍ଜୁନ ମୁଣ୍ଡାଙ୍କୁ କେନ୍ଦ୍ର କୃଷିମନ୍ତ୍ରୀ ପଦର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ନରେନ୍ଦ୍ର ସିଂ ତୋମରଙ୍କ ଇସ୍ତଫା ମଞ୍ଜୁର ହେବା ପରେ ଅର୍ଜୁନ ମୁଣ୍ଡା ଏହି ଦାୟିତ୍ୱରେ ରହିବେ । ଅର୍ଜୁନ ମୁଣ୍ଡା ଏବେ କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଅଛନ୍ତି ।…
Read More...

ଖୋଲୁଛି ସାଂସଦଙ୍କ ମଦ ସାମ୍ରାଜ୍ୟର କଳାଗୁମର । ୩୦୦ କୋଟି ଟପିପାରେ ଟଙ୍କା । ଆରମ୍ଭ ହୋଇନି ସୁନାଗହଣାର ହିସାବ ।

କନକ ବ୍ୟୁରୋ: ଯେତେ ଗଣିଲେ ବି ସରୁନାହିଁ । ଟଙ୍କା ଗଣି ଗଣି ବ୍ୟାଙ୍କ ଓ ଆଇଟି ଅଧିକାରୀ ହାଲିଆ । ଝାଡ଼ଖଣ୍ଡ କଂଗ୍ରେସ ରାଜ୍ୟସଭା ସାଂସଦ ଧୀରଜ ସାହୁ ଏବଂ ତାଙ୍କ ସହଯୋଗୀଙ୍କ ବିଭିନ୍ନ ଠିକଣାରେ ଚଢ଼ାଉ ସମୟରେ ୨୦୦ କୋଟିରୁ ଅଧିକ ଟଙ୍କା ଜବତ ହୋଇଛି । ତେବେ ଏହି ଟଙ୍କା ୩୦୦ କୋଟି ଟଙ୍କା ଟପିବ…
Read More...

ସ୍ୱାସ୍ଥ୍ୟ କର୍ମଚାରୀଙ୍କୁ ସରକାରଙ୍କ ନାଲି ଆଖି: ଆନ୍ଦୋଳନ ଉପରେ ଲାଗିଲା କଟକଣା, ଏସମା ଅବଧି ୬ ମାସ ବଢାଇଲେ ସରକାର

କନକ ବ୍ୟୁରୋ: ଏହା କେବଳ ଏକ ସରକାରୀ ବିଜ୍ଞପ୍ତି ନୁହେଁ । ହକ ପାଇଁ ନ୍ୟାୟ ପାଇଁ ସ୍ୱର ଉଠାଉଥିବା ସ୍ୱାସ୍ଥ୍ୟ କର୍ମଚାରୀଙ୍କୁ ଏହା ସରକାରଙ୍କ ନାଲି ଆଖି । ବିଜ୍ଞପ୍ତି ଅନୁସାରେ ଏସମା ଅବଧିକୁ ଆସନ୍ତା ୬ ମାସ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ଅର୍ଥାତ୍ ୬ ମାସ ଯାଏଁ ସରକାରୀ ସ୍ୱାସ୍ଥ୍ୟ…
Read More...

କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଂଚଳରେ ଚାଂଚଲ୍ୟ: ବରଯାତ୍ରୀଙ୍କୁ ପେଟ୍ରୋଲ ବାଂଟୁଥିବା ବେଳେ ଅଘଟଣ, ୫ ବର୍ଷର ଶିଶୁ…

କନକ ବ୍ୟୁରୋ: ପଟ୍ଟାମୁଣ୍ଡାଇ ବଡପଡା ଗାଁରେ ଅଘଟଣ । ବରଯାତ୍ରୀଙ୍କୁ ପେଟ୍ରୋଲ ବାଂଟୁଥିବା ସମୟରେ ନିଆଁଲାଗି ଜଣେ ୫ ବର୍ଷର ନାବାଳକର ମୃତ୍ୟୁ ହୋଇଛି । ନିଆଁରେ ଅନ୍ୟ ଦୁଇଜଣ ଗୁରୁତର ହୋଇଛନ୍ତି । ସୂଚନା ଅନୁସାରେ, ବଡପଡା ଗାଁରେ ଏକ ବରଯାତ୍ରୀରେ ସାମିଲ ହେବାକୁ ଲୋକେ ଏକାଠି ହୋଇଥିଲେ ।…
Read More...

କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂଙ୍କ ବିରୋଧରେ ଟିଏମସି ସାଂସଦଙ୍କ ବିକ୍ଷୋଭ । କ୍ଷମା ଦାବି କରି ସଂସଦଭବନ ପରିସରରେ ମହୁଆ…

କନକ ବ୍ୟୁରୋ : କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂଙ୍କ ବିରୋଧରେ ଟିଏମସି ସାଂସଦଙ୍କ ପ୍ରତିବାଦ । ଗୁୁରୁବାର ସଂସଦ ଭବନ ପରିସରରେ ଥିବା ଗାନ୍ଧୀ ମୂର୍ତ୍ତି ତଳେ ଛିଡା ହୋଇ ଜୋରଦାର ପ୍ରତିବାଦ କରିଛନ୍ତି ଟିଏମସିର ମହିଳା ସାଂସଦ । ଗିରିରାଜ ମମତାଙ୍କୁ କ୍ଷମା ମାଗନ୍ତୁ ବୋଲି ଦାବି କରିଛି ଟିଏମସି ।…
Read More...

ଶୀତକାଳୀନ ଅଧିବେଶନରେ ଉଠିଲା ଫିଲ୍ମ ଆନିମଲ ପ୍ରସଙ୍ଗ । ରାଜ୍ୟସଭା ସାଂସଦ ରଂଜିତ ରଂଜନ କହିଲେ ଏଭଳି ହିଂସାତ୍ମକ ସିନେମା…

କନକ ବ୍ୟୁରୋ : ଶୀତକାଳୀନ ଅଧିବେଶନରେ ଉଠିଲା ଫିଲ୍ମ ଆନିମଲ ପ୍ରସଙ୍ଗ । ରାଜ୍ୟସଭା ସାଂସଦ ରଂଜିତ ରଂଜନ ଗୁରୁବାର ସିନେମା ଆନିମଲରେ ସ୍ଥାନ ପାଇଥିବା ହିଂସାତ୍ମକ କାହାଣୀକୁ ବିରୋଧ କରିଛନ୍ତି । ରଂଜିତ ରଂଜନ କହିଥିଲେ ଏଭଳି ହିଂସାତ୍ମକ ସିନେମା ଯୋଗୁଁ ରୁୁଗ୍ମଣ ହେଉଛି ସମାଜ । କାହା ଅନୁମତିର…
Read More...

ମୁଖ୍ୟମନ୍ତ୍ରୀ ଚୌକି ପାଇଁ ଛକାପଂଝା,ଦ୍ୱନ୍ଦରେ ଶୀର୍ଷ ନେତା । ୩ରାଜ୍ୟର ଫଳାଫଳକୁ ୪ଦିନ ବିତିଥିଲେ ବି ସସପେନ୍ସ ଜାରି

କନକ ବ୍ୟୁରୋ : ନିର୍ବାଚନ ଫଳାଫଳ ବାହାରିବା ୪ଦିନ ବିତିଲାଣି କିନ୍ତୁ ୩ରାଜ୍ୟର ମୁଖ୍ୟମନ୍ତ୍ରୀ କିଏ ହେବେ ଏବେ ସୁଦ୍ଧା ସ୍ଥିର ହୋଇପାରୁନି । ମଧ୍ୟପ୍ରଦେଶ, ଛତିଶଗଡ଼ ଓ ରାଜସ୍ଥାନକୁ ଯଦିଓ ବିଜେପି କବଜା କରିସାରିଛି ସେପଟେ ସରିନି ଅଙ୍କକଷା । ସବୁଠୁ ଅଧିକ ଫୋକସରେ ରହିଛି ରାଜସ୍ଥାନ । ୫ବର୍ଷ…
Read More...

ରାମମନ୍ଦିର ପ୍ରାଣପ୍ରତିଷ୍ଠା ଉତ୍ସବ ପାଇଁ ୮ହଜାର ଅତିଥିଙ୍କୁ ନିମନ୍ତ୍ରଣ । ଅମିତାଭ ବଚ୍ଚନ, ସଚିନ ତେନ୍ଦୁଲକର, ବିରାଟ…

କନକ ବ୍ୟୁରୋ : ପାଖେଇ ଆସୁଛି ଶୁଭ ସମୟ । ଜାନୁଆରୀ ୨୨ରେ ହେବ ଅଯୋଧ୍ୟାରେ ରାମଲାଲାଙ୍କ ପ୍ରାଣପ୍ରତିଷ୍ଠା କରାଯିବ । ପ୍ରାଣ ପ୍ରତିଷ୍ଠା ଉତ୍ସବରେ ପାଖାପାଖି ୮ହଜାର ମାନ୍ୟଗଣ୍ୟ ବ୍ୟକ୍ତିଙ୍କୁ ନିମନ୍ତ୍ରଣ ଦିଆଯିବ । ସ୍ୱତନ୍ତ୍ର ଭାବେ ୩୨ଶହ ସନ୍ଥଙ୍କୁ ନିମନ୍ତ୍ରଣ ଦିଆଯାଇଛି । ରାଜନୀତି,…
Read More...