Browsing Category

ନ୍ୟୁଜ୍

ବାହାରିନରେ ଓଡିଆ ସମାଜ ପକ୍ଷରୁ ଗଣେଶ ପୂଜା ପାଳିତ

କନକ ବ୍ୟୁରୋ : ବାହାରିନରେ ଓଡିଆ ସମାଜ ପକ୍ଷରୁ ଗଣେଶ ପୂଜା ପାଳିତ । ଓଡ଼ିଆ ସମାଜର ପ୍ରତିଷ୍ଠାତା ଡକ୍ଟର ଅରୁଣ କୁମାର ପ୍ରହରାଜଙ୍କ ବାସଭବନରେ ଗଣେଶ ପୂଜା ପାଳନ କରାଯାଇଛି । ଡକ୍ଟର ଅରୁଣ କୁମାର ପ୍ରହରାଜ କହିଛନ୍ତି ଗତ ୨୬ ବର୍ଷରୁ ଆମେ ବିଦେଶୀ ମାଟିରେ ଆମର ସାଂସ୍କୃତିକ ମୂଲ୍ୟବୋଧକୁ…
Read More...

ବାପାଙ୍କ ଭୁଲ ବାଟରେ ଟ୍ରୁଡୋ । ପିୟରେ ଟ୍ରୁଡୋଙ୍କ ଭୁଲକୁ ଦୋହରାଉଛନ୍ତି କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ୍ ଟ୍ରୁଡୋ ।…

କନକ ବ୍ୟୁରୋ: କାନାଡାରେ ପଶି ଖଲିସ୍ତାନୀ ଆତଙ୍କବାଦୀଙ୍କୁ ହତ୍ୟା କରିବା ଦୋଷ ଲଦିବା ପରେ ଜଷ୍ଟିନ୍ ଟ୍ରୁଡୋଙ୍କୁ ଉଚିତ ଜବାବ ଦେଇସାରିଛନ୍ତି ଭାରତ ସରକାର । ଟ୍ରୁଡୋଙ୍କ ଅଭିଯୋଗ ଭିତ୍ତିହୀନ ବୋଲି ସ୍ପଷ୍ଟ କରିଛି ଭାରତ । ଏହା ପରେ ଦୁଇ ଦେଶ ସମ୍ପର୍କରେ ତିକ୍ତତା ବଢିଯାଇଛି । ଏହି ଘଟଣାକୁ…
Read More...

ମା’ ସମଲେଶ୍ୱରୀଙ୍କ ପାଖରେ ଲାଗି ହେଲା ନବାନ୍ନ । ମା’ଙ୍କ ଦର୍ଶନ ପରେ ନୂଆ ଖାଇବେ ଲୋକେ ।

କନକ ବ୍ୟୁରୋ : ନୂଆଁଖାଇରେ ମା’ ସମଲେଶ୍ୱରୀଙ୍କ ପାଖରେ ଲାଗି ହେଲା ନବାନ୍ନ । ନିର୍ଦ୍ଧାରିତ ସମୟ ଦିନ ୧୦ଟା ୩୭ ମିନିଟ୍ ସମୟରେ ମା’ଙ୍କ ପାଖରେ ଲାଗି ହୋଇଛି ନବାନ୍ନ । ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀ । ମା’ଙ୍କ ଦର୍ଶନ କରି ଘରେ ଘରେ ନୂଆ ଖାଇବେ । ଏହାସହ ଘରେ…
Read More...

ଗଣପର୍ବ ନୂଆଁଖାଇକୁ ନେଇ ପଶ୍ଚିମ ଓଡିଶାରେ ଉତ୍ସାହ : ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ରାଷ୍ଟ୍ରପତି ଏବଂ ରାଜ୍ୟପାଳ

କନକ ବ୍ୟୁରୋ :  ଆଜି ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ । ଗଣପର୍ବ ପାଇଁ ସମସ୍ତେ ପ୍ରସ୍ତୁତ । ଚାଷୀ ତାର ପ୍ରଥମ ଅମଳ ଧାନକୁ ନିଜ ଇଷ୍ଟଦେବୀଙ୍କ ପାଖରେ ଅର୍ପଣ କରିବ । ନୂଆଁଖାଇ ପାଇଁ ଘରେ ଘରେ ଆରମ୍ଭ ହୋଇଗଲାଣି ପିଠାପଣା ପ୍ରସ୍ତୁତି । ନିର୍ଦ୍ଧାରିତ ଲଗ୍ନ ଅନୁସାରେ ପଶ୍ଚିମ ଓଡିଶାର…
Read More...

‘ଭାରତ ମସଲା’ର ୨୪ତମ ପ୍ରତିଷ୍ଠା ଦିବସ : କାର୍ଯ୍ୟକ୍ରମରେ ୮ଜଣଙ୍କୁ କରାଗଲା ସମ୍ମାନିତ

କନକ ବ୍ୟୁରୋ : ଦେଶର ଅଗ୍ରଣୀ ମସଲା କମ୍ପାନୀ "ଭାରତ ମସଲା" ର ୨୪ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ଜଗତପୁର ଇମାମନଗର ସ୍ଥିତ ଭାରତ ଷ୍ଟୁଡିଓ ଠାରେ ପାଳିତ ହୋଇଛି । ଜୟ ଭାରତ ଫାଉଣ୍ଡେସନ ଅଧ୍ୟକ୍ଷ ତଥା ଭାରତ ମସଲାର ପ୍ରତିଷ୍ଠାତା ସୁରେନ୍ଦ୍ରନାଥ ପଣ୍ଡାଙ୍କ ପୌରହିତ୍ୟରେ ଅନୁଷ୍ଠିତ ସମାରୋହକୁ…
Read More...

ଭାରତର କଡା କାର୍ଯ୍ୟାନୁଷ୍ଠାନ ପରେ ନରମିଲା ଜଷ୍ଟିନ ଟ୍ରୁଡୋଙ୍କ ସ୍ୱର : ନୂଆଦିଲ୍ଲୀକୁ ଉସୁକାଇବାକୁ ଚାହେଁନି କହିଲେ…

କନକ ବ୍ୟୁରୋ : ନରମିଲେ କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ୍ ଟ୍ରୁଡୋ । ଭାରତ ଏବଂ କାନାଡା ମଧ୍ୟରେ ବିବାଦ ଭିତରେ କାନାଡା ପ୍ରଧାନମନ୍ତ୍ରୀ କହିଛନ୍ତି ଆମେ ଏହାକୁ ବଢାଇବାକୁ ଚାହୁଁନାହୁଁ । କିନ୍ତୁ କାନାଡାରେ ଖଲିସ୍ତାନୀ ଆତଙ୍କବାଦୀ ହରଦୀପ ସିଂ ନିଜ୍ଜରଙ୍କ ହତ୍ୟାକୁ ଭାରତ ଗୁରୁତର ସହ ନେବା…
Read More...

ବିଧାୟକ ଓ ତାଙ୍କ ଝିଅକୁ ହତ୍ୟା ଷଡଯନ୍ତ୍ର ଅଭିଯୋଗ : ଜୀବନ ପ୍ରତି ବିପଦ ଥିବା ଦର୍ଶାଇ ଥାନାରେ ଏତଲା ଦେଲେ ଶ୍ରୀକାନ୍ତ…

କନକ ବ୍ୟୁରୋ : ପୋଲସରା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ଓ ତାଙ୍କ ଝିଅକୁ ହତ୍ୟା ଷଡଯନ୍ତ୍ର ଅଭିଯୋଗ । ଏନେଇ ବିଧାୟକ ଶ୍ରୀକାନ୍ତ ସାହୁ ପୋଲସରା ଥାନାରେ ଏତଲା ଦେଇଛନ୍ତି । ମୋବାଇଲକୁ ଆସିଥିବା ମେସେଜ୍ ଆଧାରରେ ସେ ଥାନାରେ ଏତଲା ଦେଇଛନ୍ତି । ଏହି ମେସେଜରେ ସଂଯୁକ୍ତା ମହଲ ଓ…
Read More...

ସୁନ୍ଦରଗଡ଼ରେ ଚିନ୍ତା ବଢାଉଛି ସ୍କ୍ରବ ଟାଇଫସ : ୨୦୦ରେ ପହଞ୍ଚିଲା ପଜିଟିଭ ସଂଖ୍ୟା; ଦିନକରେ ଚିହ୍ନଟ ହେଲେ ଆଉ ୭…

କନକ ବ୍ୟୁରୋ : ସୁନ୍ଦରଗଡ଼କୁ ଟେନସନ୍ ଦେଉଛି ସ୍କ୍ରବ ଟାଇଫସ । ୨୦୦ରେ ପହଞ୍ଚିଲାଣି ପଜିଟିଭ ସଂଖ୍ୟା । ଆଜି ପୁଣି ଦିନକରେ ଚିହ୍ନଟ ହୋଇଛନ୍ତି ଆଉ ୭ ଆକ୍ରାନ୍ତ । ଔଷଧ ମହଜୁଦ ରହିଥିବା ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ ସୂଚନା ଦେଇଛନ୍ତି । ୩୭ଟି ନମୁନା ପରୀକ୍ଷା କରାଯାଇଥିବା ବେଳେ…
Read More...

ମହିଳା ସଂରକ୍ଷଣ ବିଲକୁ ନେଇ ଆଜି ଲୋକସଭାରେ ବିତର୍କ : କଂଗ୍ରେସ ପକ୍ଷରୁ ନେତୃତ୍ୱ ନେବେ ସୋନିଆ ଗାନ୍ଧୀ

କନକ ବ୍ୟୁରୋ : ମହିଳା ସଂରକ୍ଷଣ ବିଲ ଉପରେ ଆଜି ସଂସଦରେ ହେବ ଗୁରୁତ୍ୱପୂର୍ଣ୍ଣ ଆଲୋଚନା । କଂଗ୍ରେସ ଦଳର ସଂସଦୀୟ ଦଳର ଅଧ୍ୟକ୍ଷ ସୋନିଆ ଗାନ୍ଧୀ ବିତର୍କର ନେତୃତ୍ୱ ନେବେ । ଲୋକସଭାରେ ହେବାକୁ ଥିବା ଏହି ବିତର୍କରେ ଆଜି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଅଭିଭାଷଣ ରଖିବା ନେଇ ସୂଚନା ମିଳିଛି ।…
Read More...

ନୂଆଁଖାଇର ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ : କହିଲେ, ଦେଶରେ ଭାଇଚାରା ବଢିଲେ ଆମର ବିକଶିତ ଭାରତର ମୂଳଦୁଆ ମଜବୁତ୍…

କନକ ବ୍ୟୁରୋ : ପଶ୍ଚିମ ଓଡ଼ିଶାବାସୀଙ୍କୁ ନୂଆଁଖାଇର ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । କହିଛନ୍ତି ଦେଶରେ ଭାଇଚାରା ବଢିଲେ ଆମର ବିକଶିତ ଭାରତର ମୂଳଦୂଆ ମଜବୁତ ହେବ । ନୂଆଁଖାଇ ପର୍ବ ସମସ୍ତଙ୍କୁ ମିଳିମିଶି କରି ରହିବାର ସନ୍ଦେଶ ଦେଉଛି । ନୂଆଁଖାଇର ଭାଇଚାରା…
Read More...