Browsing Category

ନ୍ୟୁଜ୍

‘ଅଗ୍ନିବୀର’ ହେଲେ ସାଂସଦ ରବି କିଶନଙ୍କ ଝିଅ, ଡିଫେନ୍ସ ଫୋର୍ସରେ ସାମିଲ ହେଲେ ଇଶିତା

କନକ ବ୍ୟୁରୋ: ଗୋରଖପୁରରୁ ବିଜେପି ସାଂସଦ ରବି କିଶନଙ୍କ ଝିଅ ଇଶିତା ଶୁକ୍ଳା ଡିଫେନ୍ସ ଫୋର୍ସରେ ସାମିଲ ହେଲେ । ନିଜ ଝିଅର ନିଷ୍ପତ୍ତି ଉପରେ ଖୁସି ଜାହିର କରିଛନ୍ତି ସାଂସଦ ରବି କିଶନ । ଅଭିନେତାରୁ ସାଂସଦ ବନିଥିବା ରବି କିଶନଙ୍କ ଝିଅ ଇଶିତା ଶୁକ୍ଳା ଡିଫେନ୍ସ ଫୋର୍ସରେ ସାମିଲ ହେବା ପରେ…
Read More...

ଖାଇରେ ଖସି ପଡିଲା ପିକଅପ ଭ୍ୟାନ : ଦୁର୍ଘଟଣାରେ ୨ ମୃତ, ୧୧ ଆହତ ଡାକ୍ତରଖାନାରେ ଭର୍ତ୍ତି

କନକ ବ୍ୟୁରୋ : କଳାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଲକ ଢୁଲୁ ଘାଟିରେ ମର୍ମଦୁନ୍ତ ସଡକ ଦୁର୍ଘଟଣା । ଭାରସାମ୍ୟ ହରାଇ ଘାଟିର ଖାଇରେ ଖସି ପଡିଲା ପିକଅପ ଭ୍ୟାନ । ଘଟଣାସ୍ଥଳରେ ଡ୍ରାଇଭର ସମେତ ଅନ୍ୟ ଜଣଙ୍କ ମୃତ୍ୟୁ ସୂଚନା । ୧୧ଜଣ ଆହତଙ୍କୁ ଜୟପାଟଣା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ସୂଚନା ।…
Read More...

ଶ୍ରୀ ଜଗନ୍ନାଥଙ୍କ ପହଣ୍ଡି : ଝୁଲି ଝୁଲି ରଥାରୁଢ଼ ହେବାପାଇଁ ପହଣ୍ଡିରେ ଭାବ ବିନୋଦିଆ କାଳିଆ ସାଆନ୍ତ

କନକ ବ୍ୟୁରୋ : ଆଜି ପବିତ୍ର ବାହୁଡ଼ା ଯାତ୍ରା । କାଳିଆ ଭାବରେ ବନ୍ଧା ଭକ୍ତ । ପ୍ରଥମେ ଚକ୍ରରାଜ ସୁଦର୍ଶନଙ୍କୁ ମା ସୁଭଦ୍ରାଙ୍କ ‘ଦେବଦଳନ’ ରଥରେ ସ୍ଥାପନା କରିବା ପରେ ବଡ଼ଠାକୁର ଶ୍ରୀ ବଳଦେବଙ୍କୁ ପହଣ୍ଡିରେ ଗୁଣ୍ଡିଚା ମନ୍ଦିରରୁ ରଥାରୁଢ଼ ପାଇଁ ଅଣାଯିବା ପରେ ଭଉଣୀ ସୁଭଦ୍ରାଙ୍କୁ ଧାଡ଼ି…
Read More...

ପୃଥିବୀ ଆଡକୁ ଆସୁଛି ବିଶାଳ ଗ୍ରହାଣୁ, ସେକେଣ୍ଡ ପ୍ରତି ବେଗ ୧୧.୮ କିଲୋମିଟର

କନକ ବ୍ୟୁରୋ: ପୃଥିବୀ ପାଖ ଦେଇ ୯୧ ମିଟର ଓସାରବିଶିଷ୍ଟ ଖଣ୍ଡେ ପ୍ରକାଣ୍ଡ ଗ୍ରହାଣୁ ପୃଥିବୀ ପାଖ ଦେଇ ଅତିକ୍ରମ କରିବ ବୋଲି ‘ଦି ଇଣ୍ଡିପେଣ୍ଡେଣ୍ଟ୍‌’ ସମ୍ବାଦପତ୍ର ରିପୋର୍ଟ କରିଛି। ବିପଦ ସୃଷ୍ଟି କରିବାର ସମ୍ଭାବନା ଥିବା ୧୬୦ ମିଟର୍ ବ୍ୟାସର ଏହି ବିଶାଳ ପଥରଖଣ୍ଡ ‘୨୦୧୩ ଡବ୍ଲୁଭି୪୪’ର…
Read More...

ଦେବୀ ସୁଭଦ୍ରାଙ୍କ ପହଣ୍ଡି ବିଜେ ନୀତି : ରଥାରୁଢ ହେଲେ ହଦଳୀମୁହିଁ ମା’ ସୁଭଦ୍ରା

କନକ ବ୍ୟୁରୋ : ଆଜି ମହାପ୍ରଭୁଙ୍କ ବାହୁଡାଯାତ୍ରା । ନବଦିନାତ୍ମକ ଯାତ୍ରା ସାରି ଶ୍ରୀଜୀଉ ଫେରିବେ । ଜନ୍ମବେଦୀରୁ ନୀଳକନ୍ଦର ଫେରିବେ । ବାହୁଡା ଯାତ୍ରା ପାଇଁ ଶ୍ରୀକ୍ଷେତ୍ର ଚଳଚଞ୍ଚଳ ରହିଛି । ଭକ୍ତଙ୍କ ଗହଳିରେ ଶରଧାବାଲି ଉଛୁଳି ଉଠୁଛି । ଭୋରରୁ ନୀତିକାନ୍ତି ଆରମ୍ଭ ହୋଇଛି । ପ୍ରଥମେ…
Read More...

ପ୍ରଭୁ ଶ୍ରୀବଳଭଦ୍ରଙ୍କ ପହଣ୍ଡି : ଦିବ୍ୟ ଟାହିଆ ସୁଶୋଭିତ ହୋଇ ଝୁଲିଝୁଲି ଆସିଲେ ଭାଇ ବଳରାମ

କନକ ବ୍ୟୁରୋ : ଆଜି ପବିତ୍ର ବାହୁଡ଼ା ଯାତ୍ରା । ଚକ୍ରରାଜ ସୁଦର୍ଶନଙ୍କ ପହଣ୍ଡିପରେ ପ୍ରଭୁ ଶ୍ରୀ ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ ହୋଇଛି। ପ୍ରଥମେ ଚକ୍ରରାଜ ସୁଦର୍ଶନଙ୍କୁ ମା ସୁଭଦ୍ରାଙ୍କ ‘ଦେବଦଳନ’ ରଥରେ ସ୍ଥାପନା କରିବା ପରେ ବଡ଼ଠାକୁର ଶ୍ରୀ ବଳଦେବଙ୍କୁ ପହଣ୍ଡିରେ ଗୁଣ୍ଡିଚାଘରୁ ରଥାରୁଢ଼ ପାଇଁ…
Read More...

ବରଯାତ୍ରୀଙ୍କ ଉପରେ ଚଢିଗଲା ଟ୍ରକ୍, ୫ମୃତ : ଦୁର୍ଘଟଣା ଯୋଗୁଁ ଫେରିଗଲା ବର, ହେଲାନି ବାହାଘର

କନକ ବ୍ୟୁରୋ : ବରଯାତ୍ରୀଙ୍କ ଉପରେ ଚଢିଗଲା ଟ୍ରକ୍ । ଏହି ଦୁର୍ଘଟଣାରେ ୫ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୯ଜଣ ଗୁରୁତର ଅଛନ୍ତି । କନ୍ୟାଘର ସାମ୍ନାରେ ନାଚୁଥିବା ବେଳେ ଚଢିଗଲା ଟ୍ରକ୍ । ୯ଗୁରୁତର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି । କେନ୍ଦୁଝର ଟାଉନ ଥାନା ଯୁଡିଆଘାଟି ଷଠୀଘର…
Read More...

ଆରମ୍ଭ ହେଲା ପହଣ୍ଡି ବିଜେ ନୀତି : ଜନ୍ମବେଦୀରୁ ରତ୍ନବେଦୀକୁ ଫେରିବେ ଚତୁର୍ଦ୍ଧାମୂରତି, ଚକ୍ରରାଜ ସୁଦର୍ଶନଙ୍କ ପହଣ୍ଡି…

କନକ ବ୍ୟୁରୋ : ଆଜି ବାହୁଡା ଯାତ୍ରା । ନବଦିନାତ୍ମକ ଯାତ୍ରା ସାରି ଫେରିବେ ମହାପ୍ରଭୁ । ଜନ୍ମବେଦୀରୁ ରତ୍ନ ସିଂହାସନକୁ ଯିବେ ଠାକୁର । ଏହି ଅବସରରେ ଆରମ୍ଭ ହୋଇଛି ଚକ୍ରରାଜ ସୁଦର୍ଶନଙ୍କ ପହଣ୍ଡି । ମା’ ସୁଭଦ୍ରାଙ୍କ ଦେବଦଳନ ରଥରେ ସ୍ଥାପନା କରିବା ପାଇଁ ସେବାୟତମାନେ ଆରମ୍ଭ କରିଛନ୍ତି…
Read More...

ନବଦିନାତ୍ମକ ଯାତ୍ରା ସାରି ଫେରିବେ ମହାପ୍ରଭୁ : ପ୍ରଶାସନ ତରଫରୁ କଡା ସୁରକ୍ଷା ବ୍ୟବସ୍ଥା

କନକ ବ୍ୟୁରୋ : ଆଜି ବାହୁଡା ଯାତ୍ରା । ନବଦିନାତ୍ମକ ଯାତ୍ରା ସାରି ଫେରିବେ ମହାପ୍ରଭୁ । ଜନ୍ମବେଦୀରୁ ରତ୍ନ ସିଂହାସନକୁ ଯିବେ ଠାକୁର । ଆଗେଇ ଚାଲିଛି ଶ୍ରୀଜିଉଙ୍କ ନୀତିକାନ୍ତି । ନାକଚଣା ଦ୍ୱାରରେ ଦଣ୍ଡାୟମାନ ତିନି ରଥ । ବଡଦାଣ୍ଡରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ ଦେଖିବାକୁ ମିଳିଛି ।…
Read More...

ବରଯାତ୍ରୀଙ୍କ ଉପରେ ଚଢିଗଲା ଟ୍ରକ୍ : ୫ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୯ଜଣ ଗୁରୁତର

କନକ ବ୍ୟୁରୋ : ବରଯାତ୍ରୀଙ୍କ ଉପରେ ଚଢିଗଲା ଟ୍ରକ୍ । ଏହି ଦୁର୍ଘଟଣାରେ ୫ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୯ଜଣ ଗୁରୁତର ଅଛନ୍ତି । କନ୍ୟାଘର ସାମ୍ନାରେ ନାଚୁଥିବା ବେଳେ ଚଢିଗଲା ଟ୍ରକ୍ । ୯ଗୁରୁତର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି । କେନ୍ଦୁଝର ଟାଉନ ଥାନା ଯୁଡିଆଘାଟି ଷଠୀଘର…
Read More...