Browsing Category

ରଥଯାତ୍ରା

ଲଣ୍ଡନ ଦେଖିଲା ମହାପ୍ରଭୁଙ୍କ ବାହୁଡ଼ାଯାତ୍ରା । ଘଣ୍ଟ, ମୃୃଦଙ୍ଗ ବଜାଇ ରଥ ଦଉଡ଼ି ଭିଡ଼ିଲେ ଭକ୍ତ

କନକ ବ୍ୟୁରୋ : ସମସ୍ତ ରୀତିିନୀତି ଅନୁସାରେ ଲଣ୍ଡନରେ ବହୁ ଆଡ଼ମ୍ବରରେ ପାଳିତ ହୋଇଛି ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା । କେବଳ ଓଡ଼ିଶାରେ ନୁହେଁ ଓଡ଼ିଶା ବାହାରେ ମଧ୍ୟ ଖୁବ ବାହୁଡ଼ା ଯାତ୍ରାକୁ ଧୁମଧାମରେ ପାଳନ କରାଯାଉଛି । ଲଣ୍ଡନର ବିଭିନ୍ନ ସ୍ଥାନରେ ଭକ୍ତମୟ ପରିବେଶ ଦେଖାଦେଇଛି । ଭଜନ ,ଜଣାଣ…
Read More...

ମହଣ ମହଣ ସୁନାରେ ଝଟକିବେ ମହାବାହୁ । ସିଂହଦ୍ୱାର ସମ୍ମୁଖରେ ଶ୍ରୀବିଗ୍ରହଙ୍କୁ ଦର୍ଶନ କରିବେ ଶ୍ରଦ୍ଧାଳୁ

କନକ ବ୍ୟୁରୋ : ଆଜି ରାଜାଧିରାଜଙ୍କ ସୁନାବେଶ । ତିନି ଠାକୁର ଆଜି ରଥ ଉପରୁ ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେବେ । ତେଣୁ ଜନସମୁଦ୍ର ପାଲଟିବ ବଡଦାଣ୍ଡ । ୨ ବର୍ଷ ପରେ ଚର୍ମଚକ୍ଷୁରେ ସିଂହଦ୍ୱାର ସମ୍ମୁଖରେ ରଥାରୁଢ ଶ୍ରୀବିଗ୍ରହଙ୍କୁ ସୁନାବେଶରେ ଦର୍ଶନ କରିବେ ଶ୍ରଦ୍ଧାଳୁ । ମଧ୍ୟାହ୍ନ ଧୂପ ପରେ…
Read More...

ଆଜି ରାଜାଧିରାଜଙ୍କ ସୁନାବେଶ : ୨ ବର୍ଷ ପରେ ରଥାରୁଢ ଶ୍ରୀବିଗ୍ରହଙ୍କୁ ସୁନାବେଶରେ ଦର୍ଶନ କରିବେ ଶ୍ରଦ୍ଧାଳୁ

କନକ ବ୍ୟୁରୋ : ଆଜି ରାଜାଧିରାଜଙ୍କ ସୁନାବେଶ । ତିନି ଠାକୁର ଆଜି ରଥ ଉପରୁ ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେବେ । ତେଣୁ ଜନସମୁଦ୍ର ପାଲଟିବ ବଡଦାଣ୍ଡ । ୨ ବର୍ଷ ପରେ ଚର୍ମଚକ୍ଷୁରେ ସିଂହଦ୍ୱାର ସମ୍ମୁଖରେ ରଥାରୁଢ ଶ୍ରୀବିଗ୍ରହଙ୍କୁ ସୁନାବେଶରେ ଦର୍ଶନ କରିବେ ଶ୍ରଦ୍ଧାଳୁ । ମଧ୍ୟାହ୍ନ ଧୂପ ପରେ…
Read More...

ଆରମ୍ଭ ହେଲା ରଥଟଣା । ଗଡିଲା ବଡଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ

କନକ ବ୍ୟୁରୋ : ଆରମ୍ଭ ହେଲା ରଥ ଟଣା । ଗଡିଲା ବଡଠାକୁର ବଳଭଦ୍ରଙ୍କ ତାଳଧ୍ୱଜ । ପଛରେ ଆସୁଛି ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥ । ତେବେ ତିନି ଠାକୁରଙ୍କ ରଥ ଦଉଡି ଛୁଇଁବା ପାଇଁ ଭକ୍ତଙ୍କ ଭିତରେ ଠେଲା ପେଲା ଚାଲିଛି । ପ୍ରଭୁ ବଳଦେବଙ୍କ ତାଳଧ୍ୱଜ ଓ ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥ ଗଡିଲା ପରେ ,…
Read More...

ରଥରେ ଚତୁର୍ଦ୍ଧାମୂର୍ତ୍ତି । ଧାଡି ପହଣ୍ଡିରେ ରଥରେ ବିଜେ ହେଲେ ଶ୍ରୀଜିଉ

କନକ ବ୍ୟୁରୋ : ରଥରେ ବିଜେ ହୋଇଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଧାଡି ପହଣ୍ଡିରେ ଶ୍ରୀଜିଉ ରଥରେ ବିଜେ ହୋଇଛନ୍ତି । ଆଜି ମହାପ୍ରଭୁଙ୍କ ବାହୁଡାଯାତ୍ରା । ନବଦିନାତ୍ମକ ଯାତ୍ରା ସାରି ଶ୍ରୀଜୀଉ ଫେରିବେ । ଜନ୍ମବେଦୀରୁ ନୀଳକନ୍ଦର ଫେରିବେ । ବାହୁଡା ଯାତ୍ରା ପାଇଁ ଶ୍ରୀକ୍ଷେତ୍ର ଚଳଚଞ୍ଚଳ ରହିଛି…
Read More...

ଜଗନ୍ନାଥଙ୍କ ପହଣ୍ଡି ବିଜେ । ଟାହିଆ ଲଗାଇ ଝୁଲି ଝୁଲି ଆସୁଛି କେଡେ ସୁନ୍ଦର ଦିଶୁଛି ଜଗା

କନକ ବ୍ୟୁରୋ : ଆଜି ପବିତ୍ର ବାହୁଡ଼ା ଯାତ୍ରା । ବର୍ଷା ସତ୍ୱେ କାଳିଆ ଭାବରେ ବନ୍ଧା ଭକ୍ତ । ପ୍ରଥମେ ଚକ୍ରରାଜ ସୁଦର୍ଶନଙ୍କୁ ମା ସୁଭଦ୍ରାଙ୍କ ‘ଦେବଦଳନ’ ରଥରେ ସ୍ଥାପନା କରିବା ପରେ ବଡ଼ଠାକୁର ଶ୍ରୀ ବଳଦେବଙ୍କୁ ପହଣ୍ଡିରେ ଗୁଣ୍ଡିଚା ମନ୍ଦିରରୁ ରଥାରୁଢ଼ ପାଇଁ ଅଣାଯିବା ପରେ ଭଉଣୀ ସୁଭଦ୍ରାଙ୍କୁ…
Read More...

ଦେବୀ ସୁଭଦ୍ରାଙ୍କ ପହଣ୍ଡି ବିଜେ ନୀତି : ରଥାରୁଢ ହେଲେ ହଦଳୀମୁହିଁ ମା’ ସୁଭଦ୍ରା

କନକ ବ୍ୟୁରୋ : ଆଜି ମହାପ୍ରଭୁଙ୍କ ବାହୁଡାଯାତ୍ରା । ନବଦିନାତ୍ମକ ଯାତ୍ରା ସାରି ଶ୍ରୀଜୀଉ ଫେରିବେ । ଜନ୍ମବେଦୀରୁ ନୀଳକନ୍ଦର ଫେରିବେ । ବାହୁଡା ଯାତ୍ରା ପାଇଁ ଶ୍ରୀକ୍ଷେତ୍ର ଚଳଚଞ୍ଚଳ ରହିଛି । ଭକ୍ତଙ୍କ ଗହଳିରେ ଶରଧାବାଲି ଉଛୁଳି ଉଠୁଛି । ଭୋର ୪ଟାରୁ ନୀତିକାନ୍ତି ଆରମ୍ଭ ହୋଇଛି ।…
Read More...

ଚାଲିଛି ପହଣ୍ଡି ବିଜେ ନୀତି । ରଥାରୁଢ ହେଲେ ବଡ ଠାକୁର

କନକ ବ୍ୟୁରୋ : ଆଜି ମହାପ୍ରଭୁଙ୍କ ବାହୁଡାଯାତ୍ରା । ନବଦିନାତ୍ମକ ଯାତ୍ରା ସାରି ଶ୍ରୀଜୀଉ ଫେରିବେ । ଜନ୍ମବେଦୀରୁ ନୀଳକନ୍ଦର ଫେରିବେ । ବାହୁଡା ଯାତ୍ରା ପାଇଁ ଶ୍ରୀକ୍ଷେତ୍ର ଚଳଚଞ୍ଚଳ ରହିଛି । ଭକ୍ତଙ୍କ ଗହଳିରେ ଶରଧାବାଲି ଉଛୁଳି ଉଠୁଛି । ଭୋର ୪ଟାରୁ ନୀତିକାନ୍ତି ଆରମ୍ଭ ହୋଇଛି । ଚକ୍ରରାଜ…
Read More...

ଆଜି ମହାପ୍ରଭୁଙ୍କ ବାହୁଡାଯାତ୍ରା : ନବଦିନାତ୍ମକ ଯାତ୍ରା ସାରି ଫେରିବେ ଶ୍ରୀଜୀଉ; ଜନ୍ମବେଦୀରୁ ଫେରିବେ ନୀଳକନ୍ଦର

କନକ ବ୍ୟୁରୋ : ବିଶ୍ବନିୟନ୍ତା ମହାବାହୁଙ୍କ ବାହୁଡ଼ାଯାତ୍ରା। ଜନ୍ମବେଦିରେ ନବଦିନାତ୍ମକ ଲୀଳାଖେଳା ସାରି ବାହୁଡ଼ିବେ ମହାପ୍ରଭୁ । ଅଭିମାନିନୀ ମା’ ଲକ୍ଷ୍ମୀଙ୍କ କରିବେ ମାନଭଞ୍ଜନ । ଏଥିପାଇଁ ଶୁକ୍ରବାର ସନ୍ଧ୍ୟାରୁ ପ୍ରସ୍ତୁତି ଆରମ୍ଭ ହୋଇଛି । ରାତି ୮ଟା ୪୫ରେ ମହାପ୍ରଭୁଙ୍କ ପହୁଡ଼ ଆଳତି ପରେ…
Read More...

ଆସନ୍ତାକାଲି ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା, ଜୋରଦାର ପ୍ରସ୍ତୁତି : ଆଜି ଆଡ଼ପ ମଣ୍ଡପରେ ସଂଧ୍ୟା ଦର୍ଶନ

କନକ ବ୍ୟୁରୋ : ଆସନ୍ତାକାଲି ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା । ଏଥିପାଇଁ ଜୋରଦାର ପ୍ରସ୍ତୁତି ଚାଲିଛି । ଆଜି ଆଡ଼ପ ମଣ୍ଡପରେ ନବମୀ ଦର୍ଶନ ବା ସଂଧ୍ୟା ଦର୍ଶନ । ନୀତିକାନ୍ତିକୁ ଶୃଙ୍ଖଳିତ କରିବା ପାଇଁ ଆଲୋଚନା ହୋଇଛି । ସକାଳୁ ନୀତି ପରେ ଦିନ ତମାମ ଚାଲିବ ଦର୍ଶନ । ଶ୍ରୀମନ୍ଦିର ପ୍ରଶାସନ…
Read More...