Browsing Category

Top 2

ଇଣ୍ଡିଆ ମେଣ୍ଟ ସରକାରକୁ ଆସିଲେ ଜୁଲାଇ ୪ରୁ ଗରିବ ପରିବାରର ମହିଳାଙ୍କ ଆକାଉଣ୍ଟକୁ ଆସିବ ୮୫୦୦ ଟଙ୍କା । ରାହୁଲ କହିଲେ,…

କନକ ବ୍ୟୁରୋ : ବଲାଙ୍ଗୀରରେ ରାହୁଲ ଗାନ୍ଧୀଙ୍କ ପ୍ରଚାର । କୋଶଳ କଳାମଣ୍ଡଳ ସମାବେଶରେ ଯୋଗ ଦେଇ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି ରାହୁଲ ଗାନ୍ଧୀ । ଜନସଭାକୁ ସମ୍ବୋଧିତ କରି ରାହୁଲ କହିଛନ୍ତି, ଏ ଯେଉଁ ଲଢେଇ ଚାଲିଛି ତାହା ୨ ବିଚାରଧାରା ମଧ୍ୟରେ ରହୁଛି । କିନ୍ତୁ ପ୍ରଥମଥର କୌଣସି…
Read More...

ଦମ୍ଭୋକ୍ତି ଦେଖାଇଲା ବିଜେପି । କହିଲା, ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ୧୮ ଆସନ ଜିତିବ ଦଳ, ଲୋକସଭାରେ ପାଇବ ମୋଟ ୧୬…

କନକ ବ୍ୟୁରୋ : ପ୍ରଥମ ପର୍ଯ୍ୟାୟ ଭୋଟ୍ ସରିବା ପରେ ଆରମ୍ଭ ହୋଇଛି ବୟାନବାଜି । ବିଜେଡି ୨୮ରୁ ୨୪ ଆସନ ଜିତିବା ନେଇ ଦମ୍ଭୋକ୍ତି ଦେଖାଇବା ପରେ ବିଜେପି କହିଛି ପ୍ର୍ଥମ ପର୍ଯ୍ୟାୟରେ ହୋଇଥିବା ନିର୍ବାଚନରେ ୨୮ରୁ ୧୮ ଆସନରେ ଜିତିବ ଦଳ । ବିଜେଡି ଯାହା କହିଲେ ବି ଏ ଫଳାଫଳରେ ଫରକ ପଡିବନି ।…
Read More...

ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପରେ ପାଣ୍ଡିଆନ ଦେଲେ ହିସାବ । କହିଲେ, ୨୮ ଆସନରୁ ୨୪ ଆସନରେ ଜିତିବ ବିଜେଡି । 

କନକ ବ୍ୟୁରୋ : ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଥିବା ବେଳେ ଏହାର ଫଳାଫଳକୁ ନେଇ ଦମ୍ଭୋକ୍ତି ଦେଖାଇଛନ୍ତି ବିଜେଡି ନେତା ଭିକେ ପାଣ୍ଡିଆନ । ଖବର ସରବରାହ ସଂସ୍ଥାକୁ ଏନଏନଆଇକୁ ସୂଚନା ଦେଇ ପାଣ୍ଡିଆନ କହିଛନ୍ତି, ପ୍ରଥମ ପର୍ଯ୍ୟାୟରେ ୨୮ଟି ଆସନରୁ ୨୪ଟି ଆସନରେ ଜିତିବ ବିଜେଡି ।…
Read More...

ଧର୍ମେନ୍ଦ୍ରଙ୍କ ଜନ୍ମମାଟିରୁ ପାଣ୍ଡିଆନଙ୍କ ଟାର୍ଗେଟ । କହିଲେ, କେନ୍ଦ୍ରମନ୍ତ୍ରୀ ଭାବେ ନିଜ ଗାଁ, ନିଜ ଅଞ୍ଚଳ ପାଇଁ…

କନକ ବ୍ୟୁରୋ : ପାଲଲହଡାରେ ବିଜେଡି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି ଭିକେ ପାଣ୍ଡିଆନ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଟାର୍ଗେଟ କରି ପାଣ୍ଡିଆନ କହିଛନ୍ତି, କେନ୍ଦ୍ରରେ ଧର୍ମେନ୍ଦ୍ର ପ୍ରଧାନ ଶିକ୍ଷା ମନ୍ତ୍ରୀ ରହିଛନ୍ତି । କେନ୍ଦ୍ରମନ୍ତ୍ରୀ ଚାହିଁଥିଲେ ପାଲଲହଡା ମାଟିର…
Read More...

ମେ’ ୧୫ରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ । ବଲାଙ୍ଗୀରରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ କରିବେ ପ୍ରଚାର ।

କନକ ବ୍ୟୁରୋ : ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ । ଆସନ୍ତା ମେ’ ୧୫ ତାରିଖରେ ଓଡ଼ିଶା ଆସିବେ ରାହୁଲ । ଦିନ ୧୧ଟା ସମୟରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ ରାହୁଲ । ଏହାପରେ ସିଧାସଳଖ ବଲାଙ୍ଗୀର ଅଭିମୁଖେ ଯାତ୍ରା କରିବେ । ବଲାଙ୍ଗୀରରେ ସାଧାରଣ ସଭାରେ ଯୋଗ ଦେଇ ଦଳୀୟ ପ୍ରାର୍ଥୀଙ୍କ ପାଇଁ…
Read More...

ମୁଖ୍ୟମନ୍ତ୍ରୀଙ୍କୁ ଅସମ୍ମାନ କରୁଛନ୍ତି କେନ୍ଦ୍ରମନ୍ତ୍ରୀ, ଜବାବ ଦେବେ ଓଡ଼ିଶାବାସୀ । ଅତି ଶୋଚନୀୟ ଭାବେ ହାରିବ ବିଜେପି…

କନକ ବ୍ୟୁରୋ : ହିନ୍ଦୋଳରେ ବିଜେଡି ପ୍ରାର୍ଥୀଙ୍କ ପାଇଁ ଜୋରଦାର ପ୍ରଚାର କରିଛନ୍ତି ଭିକେ ପାଣ୍ଡିଆନ । ଜନସଭାକୁ ସମ୍ବୋଧିତ କରିବା ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଟାର୍ଗେଟ କରି ପାଣ୍ଡିଆନ କହିଛନ୍ତି, ଆମ ପ୍ରିୟ ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଅସମ୍ମାନ କରିଛନ୍ତି ।…
Read More...

ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟରଙ୍କ ମନରେ ପ୍ରବଳ ଉତ୍ସାହ । ସକାଳ ୧୧ଟା ସୁଦ୍ଧା ଓଡ଼ିଶାରେ ୨୩.୨୮% ମତଦାନ,…

କନକ ବ୍ୟୁରୋ : ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଚାଲିଛି ଜୋରଦାର ମତଦାନ  । ୪ ସଂସଦୀୟ କ୍ଷେତ୍ର ପାଇଁ ମତଦାନ ଆରମ୍ଭ ହୋଇଛି । ସକାଳ ୬ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୬ଟା ଯାଏଁ ଚାଲିବ ମତଦାନ  । ରାଜ୍ୟ ନିର୍ବାଚନ କମିଶନଙ୍କ ତଥ୍ୟ ଅନୁଯାୟୀ, ସକାଳ ୧୧ଟା ସୁଦ୍ଧା…
Read More...

ଓଡ଼ିଶାର ନିର୍ମାଣ ପାଇଁ ମୁଁ ରାଜମିସ୍ତ୍ରୀ ହେବାକୁ ପ୍ରସ୍ତୁତ, ଏ ଓଡ଼ିଆ ଜାତି ଆଗରୁ ମୁଣ୍ଡ ନୁଆଁଇନଥିଲା, ଏବେ ମଧ୍ୟ…

କନକ ବ୍ୟୁରୋ : ଅଦ୍ଭୁତପୂର୍ଣ୍ଣ ପରିବର୍ତ୍ତନ ଆଡକୁ ଯାଉଛି ଓଡ଼ିଶା । ପ୍ରଧାନମନ୍ତ୍ରୀ କହିଛନ୍ତି, ଓଡ଼ିଶାକୁ ଏକ ନମ୍ବର ରାଜ୍ୟ ଭାବେ ପରିଣତ କରିବାକୁ ଆହ୍ମାନ ଦେଇଛନ୍ତି । ୨୫ ବର୍ଷ ଶାସନ ପରେ ଓଡ଼ିଶା ଯେଉଁ ସ୍ଥାନକୁ ଯିବା କଥା ସେ ସ୍ଥାନକୁ ଯାଇନି । କମ ସଂଶାଧନ ଥିବା ରାଜ୍ୟ ଓଡ଼ିଶା ଠାରୁ ବେଶ…
Read More...

ବିଜେପିର ମିଳିତ ସାମ୍ବାଦିକ ସମ୍ମିଳନୀରେ ଅପରାଜିତାଙ୍କ ଆହ୍ୱାନ । କହିଲେ, ଓଡ଼ିଶାରେ ନିର୍ଣ୍ଣାୟକ ନିଷ୍ପତ୍ତି ନେବାର…

କନକ ବ୍ୟୁରୋ : ମିଳିତ ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ । ଅପରାଜିତା କହିଛନ୍ତି, ଓଡ଼ିଶାରେ ନିର୍ଣ୍ଣାୟକ ନିଷ୍ପତ୍ତି ନେବାର ସମୟ ଆସିଛି । ନେତା ବାଛିବାକୁ ଯାଉଛୁ ନା କ୍ରୀତଦାସ ବାଛିବାକୁ ଯାଉଛୁ ବୋଲି ପ୍ରଶ୍ନ କରିଛନ୍ତି ।…
Read More...

ଓଡ଼ିଶାରେ ଚାଲିଛି ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟଗ୍ରହଣ । ସକାଳ ୯ଟା ସୁଦ୍ଧା ୯.୨୫% ହୋଇଛି ମତଦାନ, କୋରାପୁଟରେ…

କନକ ବ୍ୟୁରୋ : ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଚାଲିଛି ମତଦାନ । ୪ ସଂସଦୀୟ କ୍ଷେତ୍ର ପାଇଁ ମତଦାନ ଆରମ୍ଭ ହୋଇଛି । ସକାଳ ୬ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୬ଟା ଯାଏଁ ଚାଲିବ ମତଦାନ । ରାଜ୍ୟ ନିର୍ବାଚନ କମିଶନଙ୍କ ତଥ୍ୟ ଅନୁଯାୟୀ, ସକାଳ ୯ଟା ସୁଦ୍ଧା ଓଡ଼ିଶାରେ…
Read More...