Browsing Category

Top 2

ମେ’ ୧୫ରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ । ବଲାଙ୍ଗୀରରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ କରିବେ ପ୍ରଚାର ।

କନକ ବ୍ୟୁରୋ : ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ । ଆସନ୍ତା ମେ’ ୧୫ ତାରିଖରେ ଓଡ଼ିଶା ଆସିବେ ରାହୁଲ । ଦିନ ୧୧ଟା ସମୟରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ ରାହୁଲ । ଏହାପରେ ସିଧାସଳଖ ବଲାଙ୍ଗୀର ଅଭିମୁଖେ ଯାତ୍ରା କରିବେ । ବଲାଙ୍ଗୀରରେ ସାଧାରଣ ସଭାରେ ଯୋଗ ଦେଇ ଦଳୀୟ ପ୍ରାର୍ଥୀଙ୍କ ପାଇଁ…
Read More...

ମୁଖ୍ୟମନ୍ତ୍ରୀଙ୍କୁ ଅସମ୍ମାନ କରୁଛନ୍ତି କେନ୍ଦ୍ରମନ୍ତ୍ରୀ, ଜବାବ ଦେବେ ଓଡ଼ିଶାବାସୀ । ଅତି ଶୋଚନୀୟ ଭାବେ ହାରିବ ବିଜେପି…

କନକ ବ୍ୟୁରୋ : ହିନ୍ଦୋଳରେ ବିଜେଡି ପ୍ରାର୍ଥୀଙ୍କ ପାଇଁ ଜୋରଦାର ପ୍ରଚାର କରିଛନ୍ତି ଭିକେ ପାଣ୍ଡିଆନ । ଜନସଭାକୁ ସମ୍ବୋଧିତ କରିବା ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଟାର୍ଗେଟ କରି ପାଣ୍ଡିଆନ କହିଛନ୍ତି, ଆମ ପ୍ରିୟ ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଅସମ୍ମାନ କରିଛନ୍ତି ।…
Read More...

ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟରଙ୍କ ମନରେ ପ୍ରବଳ ଉତ୍ସାହ । ସକାଳ ୧୧ଟା ସୁଦ୍ଧା ଓଡ଼ିଶାରେ ୨୩.୨୮% ମତଦାନ,…

କନକ ବ୍ୟୁରୋ : ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଚାଲିଛି ଜୋରଦାର ମତଦାନ  । ୪ ସଂସଦୀୟ କ୍ଷେତ୍ର ପାଇଁ ମତଦାନ ଆରମ୍ଭ ହୋଇଛି । ସକାଳ ୬ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୬ଟା ଯାଏଁ ଚାଲିବ ମତଦାନ  । ରାଜ୍ୟ ନିର୍ବାଚନ କମିଶନଙ୍କ ତଥ୍ୟ ଅନୁଯାୟୀ, ସକାଳ ୧୧ଟା ସୁଦ୍ଧା…
Read More...

ଓଡ଼ିଶାର ନିର୍ମାଣ ପାଇଁ ମୁଁ ରାଜମିସ୍ତ୍ରୀ ହେବାକୁ ପ୍ରସ୍ତୁତ, ଏ ଓଡ଼ିଆ ଜାତି ଆଗରୁ ମୁଣ୍ଡ ନୁଆଁଇନଥିଲା, ଏବେ ମଧ୍ୟ…

କନକ ବ୍ୟୁରୋ : ଅଦ୍ଭୁତପୂର୍ଣ୍ଣ ପରିବର୍ତ୍ତନ ଆଡକୁ ଯାଉଛି ଓଡ଼ିଶା । ପ୍ରଧାନମନ୍ତ୍ରୀ କହିଛନ୍ତି, ଓଡ଼ିଶାକୁ ଏକ ନମ୍ବର ରାଜ୍ୟ ଭାବେ ପରିଣତ କରିବାକୁ ଆହ୍ମାନ ଦେଇଛନ୍ତି । ୨୫ ବର୍ଷ ଶାସନ ପରେ ଓଡ଼ିଶା ଯେଉଁ ସ୍ଥାନକୁ ଯିବା କଥା ସେ ସ୍ଥାନକୁ ଯାଇନି । କମ ସଂଶାଧନ ଥିବା ରାଜ୍ୟ ଓଡ଼ିଶା ଠାରୁ ବେଶ…
Read More...

ବିଜେପିର ମିଳିତ ସାମ୍ବାଦିକ ସମ୍ମିଳନୀରେ ଅପରାଜିତାଙ୍କ ଆହ୍ୱାନ । କହିଲେ, ଓଡ଼ିଶାରେ ନିର୍ଣ୍ଣାୟକ ନିଷ୍ପତ୍ତି ନେବାର…

କନକ ବ୍ୟୁରୋ : ମିଳିତ ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ । ଅପରାଜିତା କହିଛନ୍ତି, ଓଡ଼ିଶାରେ ନିର୍ଣ୍ଣାୟକ ନିଷ୍ପତ୍ତି ନେବାର ସମୟ ଆସିଛି । ନେତା ବାଛିବାକୁ ଯାଉଛୁ ନା କ୍ରୀତଦାସ ବାଛିବାକୁ ଯାଉଛୁ ବୋଲି ପ୍ରଶ୍ନ କରିଛନ୍ତି ।…
Read More...

ଓଡ଼ିଶାରେ ଚାଲିଛି ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟଗ୍ରହଣ । ସକାଳ ୯ଟା ସୁଦ୍ଧା ୯.୨୫% ହୋଇଛି ମତଦାନ, କୋରାପୁଟରେ…

କନକ ବ୍ୟୁରୋ : ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଚାଲିଛି ମତଦାନ । ୪ ସଂସଦୀୟ କ୍ଷେତ୍ର ପାଇଁ ମତଦାନ ଆରମ୍ଭ ହୋଇଛି । ସକାଳ ୬ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୬ଟା ଯାଏଁ ଚାଲିବ ମତଦାନ । ରାଜ୍ୟ ନିର୍ବାଚନ କମିଶନଙ୍କ ତଥ୍ୟ ଅନୁଯାୟୀ, ସକାଳ ୯ଟା ସୁଦ୍ଧା ଓଡ଼ିଶାରେ…
Read More...

ବଙ୍ଗୋମୁଣ୍ଡାରୁ ପାଣ୍ଡିଆନଙ୍କ ଭବିଷ୍ୟବାଣୀ । ପ୍ରଥମ ପର୍ଯ୍ୟାୟରେ ୨୪ରୁ ଅଧିକ ଆସନରେ ଜିତିବ ବିଜେଡି ।

କନକ ବ୍ୟୁରୋ : ବଙ୍ଗୋମୁଣ୍ଡାରେ ବଡ ବୟାନ ଦେଲେ ଭିକେ ପାଣ୍ଡିଆନ । ପ୍ରଥମ ପର୍ଯ୍ୟାୟ ନିର୍ବାଚନକୁ ନେଇ ଦମ୍ଭୋକ୍ତି ଦେଖାଇଛନ୍ତି ପାଣ୍ଡିଆନ । ଜନସଭାରେ କହିଛନ୍ତି, ୧୩ ତାରିଖରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଶେଷ ହେବ । ବିଜେଡି ପ୍ରଥମ ପର୍ଯ୍ୟାୟରେ ୯୦% ଆସନରେ ବିଜୟୀ ହେଉଛି । ୨୪ରୁ ଅଧିକ…
Read More...

ୱାର୍ଡମେମ୍ବର ନିର୍ବାଚନରେ ଜିତିପାରିଲେନି, ଜିଲ୍ଲା ପରିଷଦ ଜିତିପାରିଲେନି, ମୁଖ୍ୟମନ୍ତ୍ରୀଙ୍କୁ ଅସମ୍ମାନ କରିବାକୁ କିଏ…

କନକ ବ୍ୟୁରୋ : ବଙ୍ଗୋମୁଣ୍ଡା ସଭାରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଟାର୍ଗେଟ କରିଛନ୍ତି ଭିକେ ପାଣ୍ଡିଆନ । ଜନସଭାରେ ପାଣ୍ଡିଆନ କହିଛନ୍ତି, ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅସମ୍ମାନ କରୁଛନ୍ତି । ଅଶାଳୀନ ଭାଷାରେ କଥା…
Read More...

ବଙ୍ଗୋମୁଣ୍ଡା ସଭାରୁ ବିଜେପିକୁ ଟାର୍ଗେଟ କଲେ ପାଣ୍ଡିଆନ । କହିଲେ, ଦିନରେ ଲଣ୍ଠନ ଦେଖାଉଛନ୍ତି ପ୍ରଧାନମନ୍ତ୍ରୀ ।

କନକ ବ୍ୟୁରୋ : ବଙ୍ଗୋମୁଣ୍ଡାରୁ ବିଜେପିକୁ ଟାର୍ଗେଟ କରିଛନ୍ତି ବିଜେଡି ନେତା ଭିକେ ପାଣ୍ଡିଆନ । ବଙ୍ଗୋମୁଣ୍ଡା ଜନସଭାରେ ପାଣ୍ଡିଆନ କହିଛନ୍ତି, ଗତକାଲି ପ୍ରଧାନମନ୍ତ୍ରୀ ମୋଦୀ ବଲାଙ୍ଗୀର ଆସିଥିଲେ । ଏହାପୂର୍ବରୁ ୨୦୧୯ରେ ବଲାଙ୍ଗୀର ଆସିଥିଲେ ପ୍ରଧାନମନ୍ତ୍ରୀ । ନିର୍ବାଚନ ସମୟରେ ଆସି ବଡ ବଡ…
Read More...

ବଙ୍ଗୋମୁଣ୍ଡାରେ ମୁଖ୍ୟମନ୍ତ୍ରୀଙ୍କ ପ୍ରଚାର । କହିଲେ, ମୁଁ କଣ୍ଟାବାଞ୍ଜିରୁ ବିଧାୟକ ପ୍ରାର୍ଥୀ ହୋଇଛି, ଆପଣ ମାନେ ଖୁସି…

କନକ ବ୍ୟୁରୋ : କଣ୍ଟାବାଞ୍ଜିର ବଙ୍ଗୋମୁଣ୍ଡାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରଚାର । ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବା ସହ ନବୀନ କହିଛନ୍ତି, ମୁଁ କଣ୍ଟାବାଞ୍ଜିରୁ ବିଧାୟକ ପ୍ରାର୍ଥୀ ହୋଇଛି ଆପଣ ମାନେ ଖୁସି ତ । ରାଜ୍ୟ ସରକାର କରିଥିବା ବିଭିନ୍ନ ଯୋଜନା ଭଲ କି ନାହିଁ…
Read More...