ମହିଳା ସଂରକ୍ଷଣ ବିଲ୍ ପାସ ପରେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଉତ୍ସବ : ସାମିଲ ହେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ; ପ୍ରଧାନମନ୍ତ୍ରୀଙ୍କୁ ଦେଲେ ଧନ୍ୟବାଦ

231

କନକ ବ୍ୟୁରୋ : ମହିଳା ସଂରକ୍ଷଣ ବିଲ୍ ପାରିତ ହେବା ପରେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଉତ୍ସବ ପାଳନ । ଦୀର୍ଘ ଦିନର ଅପେକ୍ଷା ପରେ ମହିଳା ସଂରକ୍ଷଣ ବିଲ୍ ପାରିତ ହୋଇଥିବାରୁ ଖୁସି ମନାଇଛନ୍ତି ବିଜେପି ମହିଳା ନେତ୍ରୀ ଓ କର୍ମୀ । ବିଲ୍ ପାରିତ କରାଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଧନ୍ୟବାଦ ଦେଇଛନ୍ତି । ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।