କନକ ବ୍ୟୁରୋ: ମୁଖ୍ୟ ଶାସନ ସଚିବଙ୍କୁ କେନ୍ଦ୍ର ସରକାରଙ୍କ ଚିଠି । କେନ୍ଦ୍ର କାର୍ମିକ ଓ ପ୍ରଶିକ୍ଷଣ ବିଭାଗ ସଚିବଙ୍କ ଚିଠି । ସାଂସଦ ଅପରାଜିତାଙ୍କ ଅଭିଯୋଗ ଆଧାରରେ ଚିଠି । ଜଣେ ଆଇଏଏସଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଉଲ୍ଲେଖ । ଆଇଏଏସଙ୍କ ବିରୋଧରେ ପ୍ରମାଣ ସହ ହୋଇଥିଲା ଅଭିଯୋଗ ।
ଅପରାଜିତା ଓ ମନମୋହନ ସାମଲ କରିଥିଲେ ଅଭିଯୋଗ । ପ୍ରମାଣ ଆକାରରେ ଦେଇଥିଲେ ସିଡି ଓ ପେନ ଡ୍ରାଇଭ । ୨୪ ଜୁନରେ ଲିଖିତ ଅଭିଯୋଗ କରିଥିଲେ ଅପରାଜିତା । ଅଭିଯୋଗର ୪୮ ଘଣ୍ଟା ମଧ୍ୟରେ ମୁଖ୍ୟ ସଚିବଙ୍କୁ ଚିଠି ଲେଖିଲା କେନ୍ଦ୍ର । ଚିଠିରେ ସଂଲଗ୍ନ ଅଛି ଫଟୋ, ଭିଡିଓ, ସିଡି ଓ ପେନଡ୍ରାଇଭ ।
Follow Us
/kanak/media/post_attachments/wp-content/uploads/2023/06/356327916_703126141621533_5869521043586825812_n.jpg)
/kanak/media/post_attachments/wp-content/uploads/2023/06/355086215_950720839478484_2594568892736994269_n-728x1024.jpg)
/kanak/media/post_attachments/wp-content/uploads/2023/06/355577227_2401650276680590_7055881449459652370_n-729x1024.jpg)